ପୁରୀରେ ପହଞ୍ଚତ୍ଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ ଅଫିସ,୯।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପୂର୍ବରୁ ନୟାଗଡ଼ ବନଖଣ୍ଡରୁ ପ୍ରଥମ ପର୍ଯ୍ୟାୟରେ ୧୦୪ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୪ଗୋଟି କାଠ ପୁରୀ ପହଞ୍ଚତ୍ଥଲା। ତେବେ ଶନିବାର ବୌଦ୍ଧ ବନଖଣ୍ଡରୁ ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ଆସି ପହଞ୍ଚତ୍ଛି। ଏଥିରେ ସମୁଦାୟ ୨୮ ଖଣ୍ଡ ଧଉରା କାଠ ରହିଛି। ୨୮ ଖଣ୍ଡ କାଠ ମଧ୍ୟରେ ୪୦ ଫୁଟିଆ ଧଉରା କାଠ ରହିଛି । ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷରୁ ୧୧୮ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୪୭ ଖଣ୍ଡ କାଠର ଆବଶ୍ୟକ ରହିଛି। ତେବେ ୭୪୭ ଖଣ୍ଡରୁ ଏପର୍ଯ୍ୟନ୍ତ ମୋଟ ୩ଟି ପର୍ଯ୍ୟାୟରେ ମୋଟ ୧୫୬ ଖଣ୍ଡ କାଠ ପୁରୀରେ ପହଞ୍ଚତ୍ଥିବା ବେଳେ ବଳକା କାଠ ପର୍ଯ୍ୟାୟ କ୍ରମେ ପହଞ୍ଚତ୍ବ। ସେହିପରି ୮୧ ଖଣ୍ଡ କାଠ କଟକର ସମିଲସ୍ଥିତ ଖପୁରିଆ କରତ କରଠାରେ ପହଞ୍ଚତ୍ ସାରିଛି। ରଥ ସଂହିତା ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ତିଥିରେ ରଥକାଠ ପୂଜା ଅନୁକୂଳ ହୋଇଥିଲା। ସେହିପରୀ ରାମ ନବମୀରେ କଟକସ୍ଥିତ ସ’ ମିଲିରେ ରାଥ କାଠ ଚିରଟ କାର୍ଯ୍ୟ ଆରମ୍ଭ ହୋଇଛି। ସେହିପରି ପରମ୍ପରା ଅନୁଯାୟୀ, ଅକ୍ଷୟତୃତୀୟା ତିଥିରେ ରଥ କାର୍ଯ୍ୟ ଅନୁକୂଳ ହେବାର ବିଧି ରହିଛି। ଆବଶ୍ୟକ ଥିବା ରଥ କାଠଗୁଡିକ ପର୍ଯ୍ୟାୟକ୍ରମେ ପୁରୀକୁ ଆସିବ ବୋଲି ଶ୍ରୀମନ୍ଦିର ବରିଷ୍ଠ ତତ୍ତ୍ୱାବଧାରକ ସୁର୍ଦଶନ ମେକାପ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri