ତୃତୀୟ ଶ୍ରୀକ୍ଷେତ୍ର ନୀଳଗିରି

ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲା ନୀଳଗିରିର ଶ୍ରୀଜଗନ୍ନାଥ ମନ୍ଦିର। ବୀର ବସନ୍ତ ନାରାୟଣ ବିରାଟ ଭୁଜଙ୍ଗ ମାନ୍ଧାତାଙ୍କ ସମୟରେ ଜଗନ୍ନାଥ ସଂସ୍କୃତି ଗରଡ଼ିହି ରାଜବାଟୀରୁ ଆରମ୍ଭ ହୋଇ ୧୭୫୦ ମସିହାରେ ରାଜା ଶ୍ରୀରାମଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ ନୀଳଗିରିରେ ଦେଉଳ ପ୍ରତିଷ୍ଠା କରିଥିଲେ। ନୀଳଗିରି ରାଜବଂଶର ଅଣଚାଳିଶତମ ଦାୟାଦ ରାଜା ଜୟନ୍ତ ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନଙ୍କ ପାଟସାମନ୍ତ ରାଣୀ ଶ୍ରୀମତୀ ମନୋଜା ମଞ୍ଜରୀ ଦେବୀ ଏବେ ଦାୟିତ୍ୱ ନିର୍ବାହ କରୁକଛନ୍ତି। ଏଠାରେ ପୁରୀ ଶ୍ରୀମନ୍ଦିର ଭଳି ନୀତିକାନ୍ତି ପାଳିତ ହୋଇଥାଏ। ତେବେ ପୁରୀରେ ଗୋଟିଏ ଦିନରେ ମହାପ୍ରଭୁଙ୍କ ପହଣ୍ଡି ଓ ରଥଟଣା ହେଉଥିବା ବେଳେ ଏଠାରେ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚତ୍ବା ପାଇଁ ତିନି ଦିନ ଧରି ଯାତ୍ରା ପାଳନ ହେବାର ପରମ୍ପରା ରହିଛି। ଏଠାକାର ଜଗନ୍ନାଥ ମନ୍ଦିରର ଚୂଡ଼ାରେ ବିଦ୍ୟମାନ ନୀଳଚକ୍ର ନେତ ଓ ପତିତପାବନ ବାନାକୁ ଚୂନରା ସେବାୟତ ଆରାଧ୍ୟ ଗରୁଡ଼ ମହାରାଜାଙ୍କୁ ପୂଜା କରି ପରିବର୍ତ୍ତନ କରିଥାନ୍ତି। ଏହି ବାନା ପ୍ରତି ସଂକ୍ରାନ୍ତିରେ ବଦଳାଯାଇଥାଏ। ଅନ୍ୟପକ୍ଷରେ ନୀଳଚକ୍ରରେ ନେତ ବର୍ଷରେ ଦୁଇଥର ଯଥା ମକର ସଂକ୍ରାନ୍ତି ଓ ନେତ୍ରୋତ୍ସବରେ ଲଗାଯାଇଥାଏ ବୋଲି କୁହନ୍ତି ଚୂନରା ସେବାୟତ ଦେବାଶିଷ ଦାସ। -ପ୍ରଶାନ୍ତ ବିଶ୍ୱାଳ


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri