ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାସନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ଟି ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହି ୭୦ଟି ଜିଲାରେ ସେରୋ ସର୍ଭେ ହେବ। ଏଥିରେ ଓଡ଼ିଶାର ୩ଟି ଜିଲା ସାମିଲ ହୋଇଛି। ସେଗୁଡ଼ିକ ହେଲା ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ। ଏନେଇ ଆର୍‌ଏମ୍‌ଆର୍‌ସି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଥିବା ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରତି ଜିଲାକୁ ୧୦ଟି ଲେଖାଏ କ୍ଲଷ୍ଟର କରାଯାଇ ସେରୋ ସର୍ଭେ କରାଯିବ। ଆସନ୍ତା ୨୨ ତାରିଖରୁ ୨୪ ତାରିଖ ଭିତରେ ସର୍ଭେ ସାରିବାକୁ ଆର୍‌ଏମ୍‌ଆର୍‌ସି ଟାର୍ଗେଟ ରଖିଛି। ରାଜ୍ୟ ସରକାରଙ୍କ ସହଯୋଗରେ ଏହି ନ୍ୟାସନାଲ ସେରୋ ସର୍ଭେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜେଜଙ୍କ ଏକାଦଶରେ ଚାଲିଗଲା ନାତୁଣୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୨୨।୨(ସ୍ବ.ପ୍ର.): ଜେଜଙ୍କ ଏକାଦଶରେ ନଦୀରେ ବୁଡି ନାତୁଣୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ବୁହାଳ ପଞ୍ଚୟତ ସାଧକନଗର...

ସ୍କୁଟିକୁ ଧକ୍କା ଦେବାରୁ ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ, ୨।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନଂ. କ ଜାତୀୟ ରାଜପଥର ବଡପାଳଠାରେ ବୁଧବାର ସକାଳେ ଏକ ବସ୍‌...

ଶିଳ୍ପ କଲେ ୨୫୦ କୋଟି ପର୍ଯ୍ୟନ୍ତ ସହାୟତା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ୨୦୨୬ ସୁଦ୍ଧା ଓଡ଼ିଶାକୁ ଇଲେକ୍ଟ୍ରୋନିକ୍ସ ଶିଳ୍ପ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରାଯିବ। ଏଭଳି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଓଡ଼ିଶା ଇଲେକ୍ଟ୍ରୋନିକ୍ସ...

ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କଲା ଭଳି କରୁଛନ୍ତି: ବିଜୟ

ଭୁବନେଶ୍ୱର, ୫।୯(ବ୍ୟୁରୋ): ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଭାଜପା ବରିଷ୍ଠ ନେତା ବିଜୟ ମହାପାତ୍ର। ଶ୍ରୀକ୍ଷେତ୍ର ବର୍ତ୍ତମାନ କୁରୁକ୍ଷେତ୍ରରେ ପରିଣତ...

‘ମୋ ବସ୍‌’ ସେବାକୁ ଜାତିସଂଘ ଆଓ୍ବାର୍ଡ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଓଡ଼ିଶାର ସହରାଞ୍ଚଳରେ ସାଧାରଣ ଯାତ୍ରୀଙ୍କୁ ସେବା ଯୋଗାଇ ଆସୁଥିବା ‘ମୋ ବସ୍‌’କୁ ବୁଧବାର ସମ୍ମାନଜନକ ଜାତିସଂଘ ପୁରସ୍କାର ମିଳିଛି। କ୍ୟାପିଟାଲ ରିଜିଅନ ଅର୍ବାନ୍‌ ଟ୍ରାନ୍ସପୋର୍ଟ...

କଂଗ୍ରେସର ବୁଦ୍ଧିଜୀବୀ ସମ୍ମିଳନୀ, ଭବିଷ୍ୟତ ପାଇଁ ଲୋଡ଼ାଗଲା ମତ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ସ୍ଥାନୀୟ କଂଗ୍ରେସ ଭବନରେ ଶୁକ୍ରବାର ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂ ଏବଂ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ...

ଆଇନଶୃଙ୍ଖଳା ପରିସ୍ଥିତି: ଆଜିଠୁ ଭାଜପାର ବିକ୍ଷୋଭ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ ରାଜ୍ୟ ସଭାପତି ସମୀର ମହାନ୍ତି ବାରମ୍ବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ‘ରାଜ୍ୟ ଶାସନ ବ୍ୟବସ୍ଥାକୁ ଚଳାଉଛି...

ପଞ୍ଚାୟତ ଜନ ପ୍ରତିନିଧିଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡ଼ିଶାରେ ନବ ନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିଙ୍କର ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଦିଆଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର...

Advertisement
Archives

Model This Week