ଘରେ ଘରେ ଜ୍ୱର ବଢାଉଛି ଚିନ୍ତା

ଲାଠୋର,୨୯ା୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ କରୋନା ସ୍ଥିତି ଚିନ୍ତାଜନକ ରହିଛି। ଏପ୍ରିଲ ୨୮ତାରିଖ ସୁଦ୍ଧା ଗ୍ରାମରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସରପଞ୍ଚ ପ୍ରବୀଣ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଲାଠୋର ଏବଂ ଆଖପାଖ ଗ୍ରାମର ପ୍ରାୟ ଘରେ ଲୋକେ ଜ୍ୱରରେ ପୀଡିତ ରହିଛନ୍ତି। ଏହା ଗ୍ରାମବାସୀଙ୍କ ଚିନ୍ତା ବଢାଇ ଦେଇଛି। ସେମାନଙ୍କୁ କୋଭିଡ କିମ୍ବା ଅନ୍ୟ କେଉଁ କାରଣରୁ ଜ୍ୱର ହେଉଛି ତାହା ଜାଣାପଡି ନାହିଁ। କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଗୁରବାର ଲୋକଙ୍କୁ ସଚେତନ କରାଯାଇଥିଲା। ଅପରପକ୍ଷେ ଗ୍ରାମର ବିଭିନ୍ନ ଅନୁଷ୍ଠାନର ସଦସ୍ୟ ଏକ ବିଶେଷଜ୍ଞ ଡାକ୍ତରୀ ଦଳ ଦ୍ୱାରା ଲୋକଙ୍କୁ ହେଉଥିବା ଜ୍ୱରର କାରଣ ଖୋଜିବା ସହ ତୁରନ୍ତ ଲାଠୋର ଏବଂ ଖପ୍ରାଖୋଲରେ କରୋନା ପରୀକ୍ଷା ବୃଦ୍ଧି କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜଗନ୍ନାଥଙ୍କ ପ୍ରସ୍ଥାନ, ପ୍ରତ୍ୟାବର୍ତ୍ତନ ନାହିଁ: ଗବେଷକ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ପ୍ରଭୁ ଶ୍ରୀଜଗନ୍ନାଥ ମାନବସମାଜକୁ ସଂସ୍କାରିତ ଜୀବନର ବାର୍ତ୍ତା ଦେଇଥାନ୍ତି। ଦେବତା ହୋଇ ମଧ୍ୟ ମାନବସମାଜର ଧର୍ମ, କର୍ମ, କର୍ତ୍ତବ୍ୟ ଓ ପରିପାଳନର ସନ୍ଦେଶ ଦିଅନ୍ତି।...

ରାଜ୍ୟ ବଜେଟ୍‌ : ଜାଣନ୍ତୁ କେଉଁ ବିଭାଗକୁ କେତେ

ଭୁବନେଶ୍ୱ,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍‌ ଉପସ୍ଥାପନ କରିଛନ୍ତି। ତେବେ ଏଥିରେ ୨ ଲକ୍ଷ ୩୦...

ଧରିତ୍ରୀ ପ୍ରଭାବ: ଗରିବ ପାଇଲେ ଖାଦ୍ୟ ସାମଗ୍ରୀ

ବଲାଙ୍ଗୀର ଅଫିସ, ୪ା୪- କରୋନା ଲକ୍‌ଡାଉନ୍‌କୁ ନେଇ ଗରିବ ଲୋକେ ବଡ ଅସୁବିଧାରେ ପଡିଛନ୍ତି । ଦିନମଜୁରିଆ ଭାବେ କାମ କରି ପରିବାର ପୋଷୁଥିବା ଲୋକେ...

ସ୍କୁଟିକୁ ପିଟିଲା ହାଇଓ୍ବା: ଜଣେ ମୃତ, ରାସ୍ତା ଅବରୋଧ କଲେ ଲୋକେ

ଭଦ୍ରକ ଅଫିସ,୭।୨: ଭଦ୍ରକ – ଚାନ୍ଦବାଲି ରାଜ୍ୟରାଜପଥ ସରକାର ନଗର ନିକଟରେ ରବିବାର ମଧ୍ୟାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ...

କମୁଛି ବୈତରଣୀ ଜଳସ୍ତର

ଆନନ୍ଦପୁର,୨୧ା୮(ସ୍ବ.ପ୍ର.): ବଙ୍ଗୋପସାଗରରେ ଲଘୁଚାପକୁ ଆଧର କରି କେନ୍ଦୁଝର ଜିଲାକୁ ରେଡ ଓ୍ବାର୍ନିଂ ତାଲିକା ଭୁକ୍ତ କରାଯାଇଥିଲା। ଆନନ୍ଦପୁର ଠାରେ ବର୍ଷାର ପ୍ରଭାବ କମ୍‌ ରହିଥିଲେ ସୁଦ୍ଧା...

ଫାଇଦା ଉଠାଉଛନ୍ତି ଅସାଧୁ ବ୍ୟବସାୟୀ

ଖଇରା, ୨୮ା୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଖଇରା ତଥା ବ୍ଲକର ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ରାଶନ ସାମଗ୍ରୀ ଭଳି ଅତ୍ୟାବଶ୍ୟକ...

ଏଡିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼,୧୧ା୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ...

ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଲାଗି ଜମି କିଣିଲେ ସରକାର

ସାକ୍ଷୀଗୋପାଳ, ୧୦।୧୦( ଡି. ଏନ୍‌. ଏ.)- ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଓଡିଆ ବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁଷ୍ଠାନିକ...

Advertisement
Archives

Model This Week