ଘରେ ଘରେ ଜ୍ୱର ବଢାଉଛି ଚିନ୍ତା

ଲାଠୋର,୨୯ା୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ କରୋନା ସ୍ଥିତି ଚିନ୍ତାଜନକ ରହିଛି। ଏପ୍ରିଲ ୨୮ତାରିଖ ସୁଦ୍ଧା ଗ୍ରାମରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସରପଞ୍ଚ ପ୍ରବୀଣ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଲାଠୋର ଏବଂ ଆଖପାଖ ଗ୍ରାମର ପ୍ରାୟ ଘରେ ଲୋକେ ଜ୍ୱରରେ ପୀଡିତ ରହିଛନ୍ତି। ଏହା ଗ୍ରାମବାସୀଙ୍କ ଚିନ୍ତା ବଢାଇ ଦେଇଛି। ସେମାନଙ୍କୁ କୋଭିଡ କିମ୍ବା ଅନ୍ୟ କେଉଁ କାରଣରୁ ଜ୍ୱର ହେଉଛି ତାହା ଜାଣାପଡି ନାହିଁ। କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଗୁରବାର ଲୋକଙ୍କୁ ସଚେତନ କରାଯାଇଥିଲା। ଅପରପକ୍ଷେ ଗ୍ରାମର ବିଭିନ୍ନ ଅନୁଷ୍ଠାନର ସଦସ୍ୟ ଏକ ବିଶେଷଜ୍ଞ ଡାକ୍ତରୀ ଦଳ ଦ୍ୱାରା ଲୋକଙ୍କୁ ହେଉଥିବା ଜ୍ୱରର କାରଣ ଖୋଜିବା ସହ ତୁରନ୍ତ ଲାଠୋର ଏବଂ ଖପ୍ରାଖୋଲରେ କରୋନା ପରୀକ୍ଷା ବୃଦ୍ଧି କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝରାଫୁଲ ମୃତ୍ୟୁ ମାମଲା: ୩୦ ହଜାର ଟଙ୍କା ପାଇଁ ପ୍ରେମିକ କରିଥିଲେ ହତ୍ୟା, ଆଉ ଜଣେ ସହଯୋଗୀ ଗିରଫ

ଯାଜପୁର ଅଫିସ,୨୨।୪: ବହୁ ଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାକୁ ୩ ମାସ ପୂରିଛି। ତେବେ ଆଜି ଝରାଫୁଲ ମୃତ୍ୟୁ ରହସ୍ୟରୁ ପରଦା ହଟିଛି।...

ବଡ଼ବାପା ମୋ ମା’ଙ୍କୁ ହାଣିଦେଲେ

ଆନନ୍ଦପୁର/ଘସିପୁରା,୧୬।୧୦(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଅମାରଙ୍ଗ ଗ୍ରାମ ନିକଟ ବୈତରଣୀ ନଦୀରେ ଏକ ମୁଣ୍ଡ ବିହୀନ ମୃତଦେହ ମିଳିଛି। ଗ୍ରାମର କିଛି ଲୋକ...

ବଦଳୁ ନାହିଁ ଝୁମ୍ପୁଡ଼ି ଭାଡ଼ି, ପାଲଟଣା ଘରର ଚିତ୍ର

ନୟାଗଡ଼ ଅଫିସ,୧୩।୧: ନୟାଗଡ଼ ଜିଲା ରଣପୁର ସହରର ଦଳିତ ସାହିରେ ଜାଗାମିଶନ ଅପହଞ୍ଚ। ସ୍ବାଧୀନତାର ୭୩ ବର୍ଷ ପରେ ବି ରଣପୁର ଏନଏସିରେ ଥିବା ଝୁମ୍ପୁଡି ଭାଡି...

ଚାଷଜମିରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଘସିପୁରା, ୫।୧୦(ଡି.ଏନ.ଏ.)- କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଅଁଳାପାଳର ଚାଷ ଜମିରୁ ଏକ ଦମ୍ପତିଙ୍କ ମୃତଦେହ ଶୁକ୍ରବାର ସନ୍ଧ୍ୟାରେ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ...

୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୭.୬ କିମି ଉପର ଦକ୍ଷିଣ ପଶ୍ଚିମ...

ବେତନଟୀ ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଦୋଷୀ ଯୁବକଙ୍କୁ ଫାଶୀ

ବାରିପଦା ଅଫିସ,୨୮ା୮- ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ମୟୂରଭଞ୍ଜ ଅତିରିକ୍ତ ଜିଲା ଦୌରାଜଜ ବୁଧବାର ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ପ୍ରଦାନ...

ସରପଞ୍ଚ ଉପନିର୍ବାଚନକୁ ନେଇ ଉତ୍କଣ୍ଠା ବଢୁଛି

ରସୁଲପୁର,୨୭ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ରାଉତରାପୁର ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଖୁବ୍‌ଶୀଘ୍ର ଉପନିର୍ବାଚନ ହେବ। ଉପନିର୍ବାଚନ ନେଇ ଦାବି ହେବାପରେ ଉପଜିଲାପାଳ ନିର୍ବାଚନ କମିଶନଙ୍କୁ...

ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ

ପୁରୀ ଅଫିସ,୧୪ା୧୦ : ସୋମବାରଠାରୁ ଆରମ୍ଭ ହେଉଛି ପବିତ୍ର କାର୍ତ୍ତିକ ମାସ। ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ କରିବେ ହବିଷିଆଳି। ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନାରେ...

Advertisement


Archives

Model This Week