ବୁଗୁଡ଼ା ବ୍ଲକର ଏହି ୩ ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା

ବୁଗୁଡ଼ା,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ପାଙ୍ଗିଡ଼ି ପଞ୍ଚାୟତର ସରପଞ୍ଚ ସୁଶାନ୍ତ କୁମାର ଆପଟ ଜିଲାପାଳ କ୍ଷମତା ପ୍ରଯୋଗ କରି ସୋମବାର ୩ ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି। ମୁଖ୍ୟତଃ ଉକ୍ତ ପଞ୍ଚାୟତର ପାଙ୍ଗିଡ଼ି, ପଙ୍କଳବାଡ଼ି ଓ କଞ୍ଚୁଡ଼ୁପାଟଣା ଗ୍ରାମରେ କରୋନା ପଜିଟିଭ୍‌ ଚିହ୍ନଟ ପରେ ଗୋଷ୍ଠୀ ସଂକ୍ରମଣ ଭୟରେ ସେ ଏଭଳି ନିଷ୍ପତ୍ତି ନେଇଛନ୍ତି ।
ଉକ୍ତ ୩ ଗ୍ରାମକୁ ସୋମବାରୁ ଆସନ୍ତା ରବିବାର ପର୍ଯ୍ୟନ୍ତ ୭ ଦିନ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି । ତେଣୁ ଗ୍ରାମବାସୀ ଅଧିକ ଆବଶ୍ୟକ ନ ଥିଲେ ଘରୁ ବାହାରକୁ ନବାହାରିବା ପାଇଁ କଟକଣା କରାଯାଇଛି। କେବଳ ଔଷଧ, ତେଜରାତି ଓ କୃଷିଯନ୍ତ୍ରପାତି ଦୋକାନ ସୀମିତ ସମୟ ପର୍ଯ୍ୟନ୍ତ ଖୋଲା ରହିବ। ନିୟମ ନମାନିଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ହତ୍ୟା : କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କାକଟପୁର,୨୬।୮(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଚରିତ୍ରକୁ ସନ୍ଦେହ କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ...

ବ୍ଲକ ଶିକ୍ଷାଧିକାରୀଙ୍କ ଦାୟିତ୍ୱ ଗ୍ରହଣ

କୋରୁକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.): କୋରୁକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ଭାବେ ପତିତପାବନ ଦାସ ଦୀର୍ଘଦିନ ରହିଥିବାବେଳେ ଗତ ମେ’ ମାସରେ ଅବସର ଗ୍ରହଣ କରିଥିଲେ। ତେବେ ୪ ମାସ ଅସ୍ଥାୟୀ...

ଜାତୀୟ ରାଜପଥ ଅବରୋଧ କଲା ଭାଜପା

ଦେବଗଡ଼,୩ା୮(ଡି.ଏନ୍‌.ଏ.): ଦେବଗଡ଼ ନୀଳବର୍ନି ସାହି ବାଇପାସ ଛକ ଠାରେ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛି ଭାଜପା। ଦେବଗଡ଼ ପୌରପରିଷଦରେ ହୋଇଥିବା ବିଭିନ୍ନ ଦୁର୍ନୀତିର...

ଆପ୍‌ନେ ଆରପାରେ: ୩ ଝି’ର ଭବିଷତ୍‌ ଚିନ୍‌ତାରେ ପୁଷ୍ପକାନ୍ତି

  ଅତାବିରା, ୨୧।୧ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ବିଶିପାଲି ଗଁାର ନିସାହା ବିଧବା ମହିଲା ପୁଷ୍ପକାନ୍ତି ଝାଙ୍କର(୩୦)। ଆପ୍‌ନେ ପ୍ରଶାନ୍ତ...

ଜିଲାପାଳଙ୍କ ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ

ଭବାନୀପାଟଣା,୬।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗତ ଏକ ସପ୍ତାହରେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ...

ମାସ୍କ, ସାବୁନ ବାଣ୍ଟି ସଚେତନ କଲେ ମହିଳା

ଗୋପ,୧ା୪(ଡି.ଏନ୍‌.ଏ)- କରୋନା ସଂକ୍ରମଣ ରୋକିବା ନେଇ ସରକାର ସଚେତନତାଠାରୁ ଆରମ୍ଭ କରି ଲକଡାଉନ ଭଳି ବ୍ୟାପକ ପଦକ୍ଷେପ ନେଇଛନ୍ତି। ଏଭଳି ସମୟରେ ଗୋପ ବ୍ଲକ ଗଣେଶ୍ୱରପୁର...

୩ ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୪ା୧୧: ଚଳିତମାସ ୧୪, ୧୫ ଓ ୧୯ ତାରିଖରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶନିବାର ଉପଜିଲାପାଳ ଭବତାରଣ...

ଛାତ୍ରାବାସରୁ ଖସି ଆସିଥିବା ୪ ଛାତ୍ରଙ୍କୁ ଉଦ୍ଧାର ପରେ ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର

ଜମନକିରା,୧୫।୧୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ପୋଲିସ ରବିବାର ୪ ଛାତ୍ରଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ କୁଚିଣ୍ଡା ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର କରିଛି। ଛାତ୍ରମାନେ ହେଲେ...

Advertisement
Archives

Model This Week