ବୁଗୁଡ଼ା ବ୍ଲକର ଏହି ୩ ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା

ବୁଗୁଡ଼ା,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ପାଙ୍ଗିଡ଼ି ପଞ୍ଚାୟତର ସରପଞ୍ଚ ସୁଶାନ୍ତ କୁମାର ଆପଟ ଜିଲାପାଳ କ୍ଷମତା ପ୍ରଯୋଗ କରି ସୋମବାର ୩ ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି। ମୁଖ୍ୟତଃ ଉକ୍ତ ପଞ୍ଚାୟତର ପାଙ୍ଗିଡ଼ି, ପଙ୍କଳବାଡ଼ି ଓ କଞ୍ଚୁଡ଼ୁପାଟଣା ଗ୍ରାମରେ କରୋନା ପଜିଟିଭ୍‌ ଚିହ୍ନଟ ପରେ ଗୋଷ୍ଠୀ ସଂକ୍ରମଣ ଭୟରେ ସେ ଏଭଳି ନିଷ୍ପତ୍ତି ନେଇଛନ୍ତି ।
ଉକ୍ତ ୩ ଗ୍ରାମକୁ ସୋମବାରୁ ଆସନ୍ତା ରବିବାର ପର୍ଯ୍ୟନ୍ତ ୭ ଦିନ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି । ତେଣୁ ଗ୍ରାମବାସୀ ଅଧିକ ଆବଶ୍ୟକ ନ ଥିଲେ ଘରୁ ବାହାରକୁ ନବାହାରିବା ପାଇଁ କଟକଣା କରାଯାଇଛି। କେବଳ ଔଷଧ, ତେଜରାତି ଓ କୃଷିଯନ୍ତ୍ରପାତି ଦୋକାନ ସୀମିତ ସମୟ ପର୍ଯ୍ୟନ୍ତ ଖୋଲା ରହିବ। ନିୟମ ନମାନିଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ରୁଟ୍‌ ବଦଳାଇ ପଶିଲା ପ୍ରବାସୀ ବସ୍‌, ଟିକ୍ରାପଡାରେ ଭୟର ବାତାବରଣ

ବଲାଙ୍ଗୀର ଅଫିସ, ୧୫ା୫- ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶରୁ ଆସିଥିବା ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଗୁରୁବାର ବଲାଙ୍ଗୀର ରେଳଷ୍ଟେଶନ୍‌ରେ ପହଞ୍ଚଥିଲା। ସେଠାରୁ ବସ୍‌ ଯୋଗେ ବଲାଙ୍ଗୀର...

ରାସ୍ତାପାର୍ଶ୍ୱରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୨।୧(ସ୍ବ.ପ୍ର.): ପୂଜା ସାମଗ୍ରୀ ଆଣିବା ଲାଗି ନିକଟସ୍ଥ ଛକକୁ ଆସିଥିବାବେଳେ ରାସ୍ତାରେ ପାର୍ଶ୍ୱରେ ପଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, କେନ୍ଦୁଝର ସଦର ବ୍ଲକ...

ଘରୁ ଲୁଟିନେଲେ ୫ଭରି ସୁନା, ୪ଲକ୍ଷ ଟଙ୍କା

ପୁରୀ ଅଫିସ,୪ା୩: କିଛି ଦିନର ନୀରବତା ପରେ ପୁଣି ପୁରୀ ସହରରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ୫ଜଣ ମୁଖାଧାରୀ ଦୁର୍ବୃତ୍ତ ଟାଉନ ଥାନା ଅଧୀନ ରାଧାଗୋବିନ୍ଦ...

ଛେଣ୍ଡିପଦା ବ୍ଲକର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଛେଣ୍ଡିପଦା,୯।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତର ପ୍ରକଳ୍ପ ଗୁଡିକୁ ଶୁକ୍ରବାର ବିଧାୟକ ସୁଶାନ୍ତ କୁମାର ବେହେରା ଉଦଘାଟ୍‌ନ କରିଛନ୍ତି। ‘ଆମ ଗାଁ ଆମ...

ପର୍ଯ୍ୟଟନ କେନ୍ଦ୍ରରେ ଜମା ହୋଇଛି ପଥରଗୁଣ୍ଡ

କେନ୍ଦୁଝର, ୩।୨(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଗୁରୁତ୍ୱପୂର୍ଣ୍ଣ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି ା ଫଳରେ ପର୍ଯ୍ୟଟକଙ୍କ ଆଗ୍ରହ...

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ...

କଳାହାଣ୍ଡିର ଗୌରବ: ୟୁପିଏସ୍‌ସିରେ ସଫଳ ହେଲେ ଅଙ୍କିତ-ରାହୁଲ

କେସିଙ୍ଗା,୪।୮(ଡି.ଏନ୍‌.ଏ.): ୟୁପିଏସ୍‌ସି ପରୀକ୍ଷାରେ ଚମକିଛନ୍ତି ଓଡ଼ିଆ। ୟୁପିଏସ୍‌ସିରେ କଳାହାଣ୍ଡି ଜିଲାରୁ ୨ ଜଣ ସଫଳତା ପାଇ ଜିଲାପାଇଁ ଗୌରବ ଆଣିଛନ୍ତି। କେସିଙ୍ଗାର ରାହୁଲ ଗୋଏଲ ୧୬୮...

ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ

ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *