ଶୀତୁଆ ରାତିରେ ଦମ୍‌ଦାର ଡାଇଲାଗର ରୋମାଞ୍ଚ

ଭୁବନେଶ୍ୱର,୨୬।୨(ଶର୍ମିଷ୍ଠା ପାଣିଗ୍ରାହୀ):ଶୀତୁଆ ରାତିରେ ଅପେରାର ମଜା। ଦେହରେ ଶୀତର ଶିହରଣକୁ ମନରେ ରୋମାଞ୍ଚ ଭରୁଛି ଦମ୍‌ଦାର ଡାଇଲଗ୍‌। କେତେବେଳେ ଦର୍ଶକ ଭାବବିହ୍ବଳ ହେଉଛନ୍ତି ତ ଆଉ କେତେବଳେ ନାଟକ ଦେଖି ବେଶ୍‌ ପ୍ରଭାବିତ ହୋଇପଡ଼ୁଛନ୍ତି। ଖଣ୍ଡଗିରି ଅପେରାର ମହାସମରକୁ ନେଇ ଏବେ ରାଜ୍ୟବ୍ୟାପୀ ଚର୍ଚ୍ଚା। ନାଟକ ଦେଖିବାକୁ କେବଳ ଭୁବନେଶ୍ୱର ନୁହଁ ଦୂରଦୂରାନ୍ତରୁ ମଧ୍ୟ ଦର୍ଶକ ଆସି ନାଟକ ଦେଖୁଛନ୍ତି। ଅନେକ ମଧ୍ୟ ଟିକେଟ ନପାଇ ନିରାଶ ହୋଇ ଫେରୁଥିବାର ଦେଖିବାକୁ ମିଳିଛି। ଦ୍ୱିତୀୟ ପର୍ଯ୍ୟାୟର ନାଟକ ଶନିବାରଠୁ ଆରମ୍ଭ ହୋଇଛି। ନୂଆ ନାଟକଗୁଡ଼ିକ ମଧ୍ୟ ରିପିଟ୍‌ ଚାଲିଛି। ରବିବାର ଛୁଟିଦିନ ଥିବାରୁ ଲୋକଙ୍କ ଭିଡ଼ ଖଣ୍ଡଗିରିଠାରେ ପ୍ରବଳ ରହିଛି। ସେହିପରି ସବୁ ପେଣ୍ଡାଲରେ ମଧ୍ୟ ହାଉସ୍‌ଫୁଲ ରହିଥିଲା। ସୂର୍ଯ୍ୟ ମନ୍ଦିର ପକ୍ଷରୁ ସନାତନ ସେବା ସମିତିରେ ତୁ ରାଜା ଝିଅ ମୁଁ ରିକ୍ସା ବାଲା, ଶିବାନୀ ଗଣନାଟ୍ୟ ପକ୍ଷରୁ ଇନ୍ଦିରା ସାଂସ୍କୃତିକ ପରିଷଦରେ ଗାନ୍ଧୀ ଭୂମିକାରେ କହ୍ନେଇ ଦାସ, ସ୍ବର୍ଣ୍ଣ ମହଲ ପକ୍ଷରୁ ମା ମଙ୍ଗଳା ଯୁବ ପରିଷଦଠାରେ କେତେ ଦୁଖ ଦେବୁ ଦେରେ କାଳିଆ, ସ୍ବପ୍ନ ମହଲ ପକ୍ଷରୁ ଜୟଦୁର୍ଗା ସାଂସ୍କୃତିକ ପରିଷଦଠାରେ କେତେ କାନ୍ଦିବୁରେ ଗୌରା ଦାସ ଓ ରଙ୍ଗ ମହଲ ପକ୍ଷରୁ ସାଇନୀଳାଦ୍ରି ଯାତ୍ରା କମିଟିର ଜହ୍ନରେ ତୋଳିବି ଘର ପରିବେଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri