୪ଶହ ଏକର ଜମିକୁ ମାଡ଼ିଗଲା ଜୁଆର

ରାଜନଗର,୧୪ା୭(ଡି.ଏନ.ଏ.): ପାଟ୍ଟଶାଳା ନଦୀର ଜୁଆର ଗୁରୁବାର ବନ୍ଧ ଡେଇଁ ଭେଡାକୁ ପଶିଛି। ଉଚ୍ଚ ଜୁଆର ରଙ୍ଗଣୀ ପଞ୍ଚାୟତର ପଟ୍ଟାପାରିଆ ଓ ଭେକ୍ଟାମୌଜାର ପ୍ରାୟ ୪ଶହ ଏକର ଚାଷ ଜମିରେ ମାଡି ଯାଇଛି। ଖରିଫ ଧାନ ଚାଷ ପାଇଁ ଚାଷୀମାନେ ତଳି ପକାଇଥିବା ବେଳେ ଲୁଣି ଜୁଆର ମାଡି ଯିବାରୁ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି ାଡ୍ରସ୍‌ ବୁଧବାର ପୂର୍ଣ୍ଣିମା ଓ ଗୁରୁବାର ପ୍ରତିପଦ ତିଥି ଥିବାରୁ ଉଚ୍ଚ ଜୁଆର ଉଠିଛି ା ପଟ୍ଟାପାରିଆ ଗାଁର ବିଶ୍ୱାଳ ଛକଠାରୁ ଭେକ୍ଟା ଛକ ଯାଏଁ ଘେରି ବନ୍ଧ ଡେଇଁ ଲୁଣି ପାଣି ଭେଡାରେ ପଶିଛି। ଏହି ୧େ ଘେରି ବନ୍ଧରେ ଶିବସେଠୀଙ୍କ ଘର ନିକଟରେ, ସ୍ଲୁଇସ ନିକଟରେଏବଂ ସୁବିମଳ ଖଟୁଆଙ୍କ ଘିଶୁଥି ୩ଟି ସ୍ଥାନରେ ଜୁଆର ବନ୍ଧ ଡେଇଁ ଭେଡାକୁ ପ୍ରବେଶ କରିଛି। ସେହିପରି ଭେକ୍ଟାବ୍ରିଜ ନିକଟ ମଞ୍ଜୁକଳାଙ୍କ ଦୋକାନ ନିକଟରୁ ସରୋଜ ମାଇତିଙ୍କ ଘର ମଧ୍ୟରେ ୨ଟି ସ୍ଥାନରେ ଜୁଆର ବନ୍ଧ ଡେଇଁ ଭେଡାକୁ ପ୍ରବେଶ କରି ଚାଷଜମିରେ ମାଡି ଯାଇଛି। ଶୁକ୍ରବାର ଦ୍ୱିତୀୟା ତିଥି ଥିବାରୁ ଅଧିକ ପାଣି ଉଠିବାର ଆଶଙ୍କା ଥିବାରୁ ଚାଷୀଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଛି। ତୁରନ୍ତ ଯୁଦ୍ଧକାଳୀନ ଭିତିରେ ଏହି ଘେରି ବନ୍ଧର ମରାମତି କରିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକର ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

ଟି-୨୦ରେ ୧୬ ଛକା ମାରି କ୍ରିକେଟ୍‌ ଜଗତରେ ଚହଳ ପକାଇଲେ ଏହି କ୍ରିକେଟର୍‌ ମାତ୍ର ୬୩ ବଲ୍‌ରେ କଲେ…

ନୂଆଦିଲ୍ଲୀ,୮।୧୨: ଟି-୨୦ ଅନ୍ତର୍ଜାତୀୟ କ୍ରିକେଟର ସବୁଠାରୁ ଛୋଟ ଫର୍ମାଟ, ୨୦୦ରୁ ଅଧିକ ରନର ଟାର୍ଗେଟକୁ ବିଜୟୀ ଲକ୍ଷ୍ୟ ଭାବରେ ବିବେଚନା କରାଯାଏ। କିନ୍ତୁ ଗୋଟିଏ ମ୍ୟାଚରେ...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ଇଣ୍ଡିଗୋ ସଙ୍କଟ: ତତକାଳ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ କହିଲେ…

ନୂଆଦିଲ୍ଲୀ,୮।୧୨: କ୍ରମାଗତ ସପ୍ତମ ଦିନ ପାଇଁ ବହୁ ସଂଖ୍ୟାରେ ଇଣ୍ଡିଗୋ ବିମାନ ବାତିଲ କରାଯାଉଛି। ଏହି ମାମଲାରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ...

ଟେଷ୍ଟ-ଟି୨୦ କ୍ରିକେଟରୁ ଅବସର ପ୍ରତ୍ୟାହାର କରି ସମସ୍ତଙ୍କୁ ଚମକାଇଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଢାକା,୮।୧୨: ବାଂଲାଦେଶର ଷ୍ଟାର ଅଲରାଉଣ୍ଡର ସାକିବ ଅଲ ହାସନ ଟେଷ୍ଟ ଏବଂ ଟି-୨୦ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ କହିଛନ୍ତି,ସେ ବର୍ତ୍ତମାନ ତିନୋଟି...

ଚାଇନା ଯୁବତୀଙ୍କ ପ୍ରେମରେ ପଡିଲେ ଝାଡ଼ଖଣ୍ଡ ଯୁବକ, ଦେଶୀ ଷ୍ଟାଇଲରେ କଲେ ବିବାହ

ସାହିବଗଞ୍ଜ,୮।୧୨: ଏହି କାହାଣୀଟି କୌଣସି ବଲିଉଡ ଫିଲ୍ମଠାରୁ କମ ନୁହେଁ। ସେମାନେ ପ୍ରଥମେ ଚାଇନାରେ ଭେଟ ହୋଇଥିଲେ, ତା’ପରେ ଲଣ୍ଡନରେ ପାଠପଢ଼ା ସମୟରେ ବନ୍ଧୁତା ଗଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri