Posted inଫୁରସତ

ଆଖି ପିଛୁଳାକେ ମହିଳାଙ୍କ ପଛରୁ ଆସୁଛି ବାଘ, ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ସିସି ଟିଭିରେ କଏଦ୍‌ ହୋଇଥିବା ଏକ ଭିଡିଓ ଦେଖିବାକୁ ମିଳୁଛି। ଭିଡିଓରେ ଜଣେ ମହିଳା ବାହାରେ ବାଡ଼ି ଧରି ବସିଥିବା ବେଳେ ଏକ ଚିତାବାଘ ତାଙ୍କୁ ଆକ୍ରମଣ କରିବାକୁ ଚେଷ୍ଟା କରୁଛି। ମହିଳା ଜଣକ ଏହା ଦେଖି ଡ଼ରି ନ ଯାଇ ଚିତାକୁ ବାଡ଼ଉଛନ୍ତି। ତାଙ୍କ ପାଟି ଶୁଣି ଅନ୍ୟମାନେ ଆସିବାରୁ ଚିତ୍ତା ପଳାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri