ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବାଘ ପ୍ରଜାପତି ଦେଖି ଖୁସି ହୋଇଯାଉଥିବା ଦେଖିବାକୁ ମିଳୁଛି। ପରେ ସେ ତାହାକୁ ଧରିବାକୁ ଚେଷ୍ଟା କରୁଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।
Choose happiness,
And chase it … pic.twitter.com/dc6Bcqovba— Susanta Nanda IFS (@susantananda3) February 13, 2021