ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। କାରରେ ଯାତ୍ରା କରୁଥିବା ୪ ଜଣ ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ପହଞ୍ଚି ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତରମାନେ ଆନ୍ଦୋଳନରେ ଥିବାରୁ ଆୟୁଷ ଡାକ୍ତର ପୁର୍ଣ୍ଣେନ୍ଦୁ ପାଢ଼ୀ ତାଙ୍କୁ ଚିକିତ୍ସା କରିଥିଲେ। ଆହତଙ୍କ ମଧ୍ୟରେ ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟର ମୁଖ୍ୟ କିରାଣୀ ବଳଭଦ୍ର ଯାନୀ, ବ୍ଲକ କାର୍ଯ୍ୟାଳୟର ସିନିୟର କ୍ଲର୍କ ସ୍ମୃତିରଞ୍ଜନ ମହାପାତ୍ର,ଜୁନିୟର ସନ୍ତୋଷ ବେହେରା ଏବଂ ଜଣେ ମହିଳା ରହିଥିଲେ।
ପ୍ରକାଶ ଯେ, ଫୁଲବାଣୀରୁ କାର ନଂ (ଓଡି ୦୨ସିସି୨୯୩୫) ଦାରିଙ୍ଗବାଡି ଅଭିମୁଖେ ଆସୁଥିଲେ। ପ୍ରାୟ ଫୁଲବାଣୀରୁ ୯୦କିମି ଦୂରତା ଆସିବା ପରେ ପ୍ରାୟ ୧୩ କିମି ଆଉ ଦାରିଙ୍ଗବାଡି ପହଞ୍ଚିବାକୁ ରହିଥିବା ବେଳେ ବର୍ଷାରେ ବ୍ରେକ ଦେବାରୁ ଗାଡିଟି ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?