Posted inଫୁରସତ

୧୦୦ ଫୁଟ ଉଚ୍ଚରେ ଝୁଲୁଛି ଶୌଚାଳୟ

ଯେଉଁ ଜିନିଷ ଆମେ ସବୁବେଳେ ପୃଥିବୀରେ ଦେଖି ଆସୁଛେ ତାହାକୁ ଯଦି ଆକାଶରେ ଝୁଲୁଥିବା ଦେଖିବା ତେବେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ଏବେ ଏକ ଶୌଚାଳୟ ନଦୀ ଉପରେ ୧୦୦ ଫୁଟ ଉଚ୍ଚରେ ଝୁଲୁଥିବାର ଦେଖିବାକୁ ମିଳିଛି।

ସାଧାରଣତଃ ଲୋକଙ୍କ ସୁବିଧା ପାଇଁ ବିଭିନ୍ନ ସ୍ଥାନରେ ସର୍ବସାଧାରଣ ଶୌଚାଳୟ ନିର୍ମାଣ କରାଯାଇଥିବା ଦେଖିଥିବେ। କିନ୍ତୁ ଏବେ ଏକ ଶୌଚାଳୟ ଆକାଶରେ ଝୁଲୁଛି। ଏକ ରିପୋର୍ଟ ଅନୁଯାୟୀ, ଏପରି ଦୃଶ୍ୟ ଲଣ୍ଡନରେ ଦେଖିବାକୁ ମିଳିଛି। ଯେଉଁମାନେ ଏହା ଦେଖନ୍ତି ସେମାନେ କେବଳ ଭାବନ୍ତି ଯେ, କିପରି ଏହି ଶୌଚାଳୟକୁ ଯିବେ।

ଏହି ଶୌଚାଳୟ କ୍ଲିନିଂ ବ୍ରାଣ୍ଡ୍‌ ଡୋମେଷ୍ଟୋସ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଯିଏକି ୩୬୦ଡିଗ୍ରୀ ପାଓ୍ବାର ଫୋମ ବିଜ୍ଞାପନ କରୁଛି। କମ୍ପାନୀ ତା’ର ନୂତନ ଉତ୍ପାଦକୁ ପ୍ରୋତ୍ସାହିତ କରିବା ପାଇଁ ଥେମସ ନଦୀ ଉପରେ ୧୦୦ ଫୁଟ ଉଚ୍ଚରେ ଏହି ଶୌଚାଳୟକୁ ଟାଙ୍ଗିଛି।

ଆଜିକାଲି ମାର୍କେଟିଂ କ୍ଷେତ୍ରରେ ଏତେ ଲଢ଼େଇ ହେଉଛି ଯେ, ପ୍ରତ୍ୟେକ କମ୍ପାନୀ ଏକ ନିଆରା ଏବଂ ନୂତନ ଧାରଣା ଆଣୁଛନ୍ତି। ଏହି ମାର୍କେଟିଂ ଏଜେଣ୍ଡା ସଫେଇ କମ୍ପାନୀ ଦ୍ୱାରା କରାଯାଇଛି। ଏହା ମାଧ୍ୟମରେ, ସେମାନେ ଲୋକମାନଙ୍କର ସଫେଇ ଅଭିଜ୍ଞତାକୁ ଏକ ନୂତନ ଉଚ୍ଚତାକୁ ନେବାକୁ ଚାହୁଁଛନ୍ତି। ଏହାର ନାମକରଣ କରାଯାଇଛି , ‘ଲୁ ଓ୍ବିଥ୍‌ ଏ ଭ୍ୟୁ’ଏହି ସୁବିଧା ଅଧୀନରେ ଲୋକଙ୍କୁ ଶୌଚାଳୟର ଇତିହାସ ବିଷୟରେ ମଧ୍ୟ କୁହାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri