ଖାଉ ଖାଉ ପୋଡ଼ି ଯାଉଛି କି ଜିଭ

ଅନେକ ସମୟରେ ତରତରରେ ଗରମ ଖାଦ୍ୟ ଖାଇବା ଫଳରେ ଜିଭ ପୋଡି ଯାଇଥାଏ। ତେବେ ଜିଭ ପୋଡିଯିବା କୌଣସି ବଡ଼ ସମସ୍ୟା ହୋଇ ନ ଥିଲେ ମଧ୍ୟ ଜିଭ ପୋଡିଯିବା ଫଳରେ ପାଟିର ସ୍ବାଦ ଖରାପ ହୋଇଯାଇଥାଏ। ଫଳରେ କିଛି ରାଗ ତରକାରି ଖାଇଲେ ପାଟି ପୋଡିଥାଏ। ଏଥିରୁ ରକ୍ଷା ପାଇବା ପାଇଁ ଜାଣନ୍ତୁ କିଛି ଘରୋଇ ଉପାୟ ସମ୍ପର୍କରେ।

-ଅଧିକ ମସଲା ତରକାରି ଖାଆନ୍ତୁ ନାହିଁ। ଜିଭ ପୋଡିବା କମ୍‌ ନ ହେବା ପର୍ଯ୍ୟନ୍ତ ବେକିଂ ସୋଢ଼ାରେ କୁଳି କରନ୍ତୁ।

– ଜିଭରେ ମହୁ ଲଗାନ୍ତୁ। ଏଥିରେ ଥିବା ଆଣ୍ଟିବ୍ୟାକ୍ଟେରିଆଲ ଓ ଆଣ୍ଟିବାୟୋଟିକ୍‌ ଗୁଣ ସମସ୍ୟାରୁ ତୁରନ୍ତ ମୁକ୍ତି ଦେଇଥାଏ।

– ପୋଡ଼ିଥିବା ସ୍ଥାନରେ ଦେଶୀ ଘିଅ ଲଗାଇ ପାରିବେ।

– ଜିଭ ପୋଡ଼ିବା ସମୟରେ ଥଣ୍ଡା ଦହି ଖାଇପାରିବେ।

-ପିପରମିଣ୍ଟ ପତ୍ରକୁ ମଧ୍ୟ ଜିଭରେ ଲଗାଇବା ଫଳରେ ଆରାମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri