Posted inଫୁରସତ

ଜାଣିଜାଣି ମୃତ୍ୟୁ ମୁହଁକୁ ଆସୁଥିଲା କଇଁଛ, ଆଉ ତା’ ପରେ

ତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ କଇଁଛ ଜାଣିଜାଣି ମୃତ୍ୟୁମୁଖକୁ ଆସୁଛି। ହେଲେ ଶିକାରୀ ତାହାଠୁ ମୁହଁ ଫେରାଇ ନେଉଛି। ଏକ ସିଂହ ପାଣି ପିଉଥିବା ବେଳେ ତାର ମୁହଁ ନିକଟକୁ କଇଁଛ ଆସୁଛି ସେ ବାରମ୍ଭାର କଇଁଛକୁ ତା’ ଠାରୁ ଦୂର କରୁଛି। ପରେ ବାରମ୍ବାର ସେ ତା ପଖକୁ ଆସିବାରୁ ସିଂହ ପଳାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାର ସାଫା

ରାଜସ୍ଥାନୀ ପୋଷାକରେ ସାଫା ବା ପଗଡ଼ିର ସ୍ଥାନ ସ୍ବତନ୍ତ୍ର। ଏହା ଏକ ପାରମ୍ପରିକ ପରିଧାନ । ପ୍ରାୟ ୭୦-୮୦ ବର୍ଷ ପୂର୍ବେ ରାଜପୁତମାନେ ସୁନାର ସାଫା...

ଭୟଙ୍କର ଦୃଶ୍ୟ: ଟ୍ରେନ୍‌ ଟ୍ରାକ୍‌ରେ ପଶିଗଲା କାର୍‌, ଆଉ ତା’ ପରେ…

ଆପଣ ନିଶ୍ଚିତ ଭାବରେ ଟ୍ରେନ୍‌ କିମ୍ବା ସଡ଼କ ଦୁର୍ଘଟଣାର ଅନେକ ଭିଡିଓ ଦେଖିଥିବେ। କିନ୍ତୁ ଆଜି ଏମିତି ଏକ ଭିଡିଓ ଦେଖାଇବୁ ଯାହା ଦେଖି ଆଶ୍ଚର୍ଯ୍ୟ...

ହ୍ୟାରିପୋଟର୍‌ ଝାଡୁ

ହ୍ୟାରିପୋଟର୍‌ ଚଳଚ୍ଚିତ୍ର ଯେଉଁମାନେ ଦେଖିଛନ୍ତି ସେମାନେ ନିଶ୍ଚିତଭାବେ ଦେଖିଥିବେ ହ୍ୟାରିପୋଟର୍‌ ଏକ ଯାଦୁ ଝାଡୁ ଉପରେ ବସି କିଭଳି ଉଡି ବୁଲୁଥିଲେ। ଅନେକ ପାଶ୍ଚାତ୍ୟ କାହାଣୀରେ...

ଦୁଇମାସର ହାତୀ ଛୁଆ କଲା ଏମିତି, ଭିଡିଓ ଦେଖିଲେ ହସିହସି ଗଡ଼ିବେ

କେନିଆରେ ଦୁଇ ମାସର ଏକ ହାତୀ ଛୁଆ ଏମିତି କିଛି କରିଛି, ଯାହା ଦେଖିଲେ ଆପଣ ହସ ରୋକି ପାରିବେନି। ଛୁଆଟି ନିଜର ବଡ଼ଭାଇ ନିକଟକୁ...

ହରିଣକୁ ଏମିତି ଶିକାର କଲା ବାଘ, ଭିଡିଓ ଦେଖିଲେ…

ସବୁ ପ୍ରାଣୀଙ୍କଠାରୁ ବାଘକୁ ଭୟଙ୍କର ବୋଲି କୁହାଯାଏ। ଯଦି ବାଘ ଜଙ୍ଗଲରେ ଥାଏ ତେବେ ଅନ୍ୟ ପ୍ରାଣୀମାନେ ସେହି ଅଞ୍ଚଳକୁ ଯିବାକୁ ଭୟ କରନ୍ତି। କାରଣ...

୫ ଲକ୍ଷ ୭୦ ହଜାର ବର୍ଷ ପୁରୁଣା ହ୍ରଦର ରହସ୍ୟ ଏବେ ବି ଅଜଣା !

ମୁମ୍ବାଇ,୪।୩: ଭାରତର କେତେକ ସ୍ଥାନରେ ଏଭଳି ରହସ୍ୟ ରହିଛି ଯାହା ଏବେ ବି ବୈଜ୍ଞାନିକଙ୍କୁ ଅଜଣା। ଏପରି ଏକ ହ୍ରଦ ମହାରାଷ୍ଟ୍ରରେ ରହିଛି। ଏହାର ଉତ୍ପତ୍ତି...

ଟ୍ୟାକ୍ସି ଡ୍ରାଇଭରଙ୍କ ଭାଗ୍ୟ ଖୋଲିଲା, ଲଟେରୀରେ ଜିଣିଲେ ୪୦ କୋଟି…

ଦୁବାଇ,୮।୭: ଦୁବାଇରେ ଜଣେ ଭାରତୀୟ ଟ୍ୟାକ୍ସି ଡ୍ରାଇଭରଙ୍କ ଭାଗ୍ୟ ରାତାରାତି ପରିବର୍ତ୍ତନ ହୋଇଛି। ସେ ଲଟେରୀ ଜିଣି ୪୦ କୋଟି ଟଙ୍କା ପାଇଛନ୍ତି। କେରଳର ରଞ୍ଜିତ୍‌...

ମାଆଙ୍କ ଡ୍ରାଇଭିଂ ଲାଇସେନ୍ସ ପାଇଁ ଏମିତି କଲେ ପୁଅ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବ୍ରାଜିଲ୍‌: ସାଧାରଣତଃ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ହେଲେ ଟେଷ୍ଟରେ ଗାଡ଼ି ଚଳାଇ ଦେଖାଇବାକୁ ପଡ଼ିଥାଏ। କିନ୍ତୁ ବ୍ରାଜିଲ୍‌ର ଜଣେ ମହିଳାଙ୍କ ନିକଟରେ ଡ୍ରାଇଭିଂ ଲାଇସେନ୍ସ ନ...

Advertisement
Archives

Model This Week