Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୨୯ କରୋନା ଆକ୍ରାନ୍ତ, ଅନୁଗୁଳରୁ ସର୍ବାଧିକ

ଭୁବନେଶ୍ୱର,୩।୧୨ (ବ୍ୟୁରୋ)- ରାଜ୍ୟରେ ଗୁରୁବାର ସୁସ୍ଥ ହୋଇଛନ୍ତି ୬୨୯ କରୋନା ଆକ୍ରନ୍ତ। ଅନୁଗୁଳ ଜିଲରୁ ସର୍ବାଧିକ ୭୩ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ସୁନ୍ଦରଗଡ଼ରୁ ୬୫, ଖୋର୍ଦ୍ଧାରୁ ୬୦, ମୟୁରଭଞ୍ଜରୁ ୪୪, ନୂଆପଡ଼ାରୁ ୩୯, ଝାରୁସୁଗୁଡ଼ା ୩୬, ବଲଙ୍ଗୀରରୁ ୩୧, କଟକରୁ ୨୯, ଜଗତ୍‌ସିଂହପୁରରୁ ୨୮, କେନ୍ଦୁଝରରୁ ୨୬, ବାଲେଶ୍ୱରରୁ ୨୫, ଭଦ୍ରକରୁ ୨୦, ସମ୍ବଲପୁରରୁ ୧୯, ଗଞ୍ଜାମରୁ ୧୭, କେନ୍ଦ୍ରପଡ଼ାରୁ ୧୭, ପୁରୀରୁ ୧୭, ବରଗଡ଼ରୁ ୧୪, ଯାଜପୁରରୁ ୧୪, କଳାହାଣ୍ଡିରୁ ୭, ନୟାଗଡ଼ାରୁ ୭, ଢେଙ୍କାନାଳରୁ ୬, କୋରାପୁଟରୁ ୬, ଗଜପତିରୁ ୪, ନବରଙ୍ଗପୁରରୁ ୪, ରାୟାଗଡ଼ରୁ ୪, ବୌଦ୍ଧରୁ ୩, ଦେଓଗଡ଼ରୁ ୩ , କନ୍ଧମାଳରୁ ୨ ଓ ସୋନପୁର ଜଣେ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ ଯୋଗେ ସୂଚନା ଦେଇଛି। ରାଜ୍ୟରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ରୋଗିଙ୍କ ସଂଖ୍ୟା ୩,୧୪,୦୨୩ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ ଉପରେ ପଡ଼ିଥିଲେ ଯୁବକ; ମାନବିକତା ଦେଖାଇଲେ ବିଧାୟକ କଲେ ଏମିତି…ଚାରିଆଡେ ଚର୍ଚ୍ଚା

ଛତ୍ରପୁର,୮।୬( ଦିଲ୍ଲୀପ ସାମଲ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ । ବିଧାୟକ ତାଙ୍କର କ୍ଷେତ୍ର ପରିଦର୍ଶନ ସାରି ଫେରୁଥିବା ବେଳେ ଗଞ୍ଜାମ ହୁମା…

ବଦଳିଗଲା ନିୟମ! ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ନେଇ ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୬:  ଭାରତରେ, ଯଦି ଜଣେ ମହିଳା କିମ୍ବା ପୁରୁଷ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସମାଜରେ ତାଙ୍କୁ ଖରାପ ନଜରରେ ଦେଖାଯାଏ ।…

ଗାଁ ଛକ ନିକଟରେ ପଡ଼ିଛି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଡେରାବିଶ, ୮।୬ (ବୈବର୍ତ୍ତ ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଏଣ୍ଡର ପଞ୍ଚାୟତର ନୀଳକଣ୍ଠପୁର ଗ୍ରାମ ନିକଟରୁ ସୋମବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର…

ବାହାରିଲା OJEE ରେଜଲ୍ଟ: ଟପ୍ପର ହେଲେ…

ଭୁବନେଶ୍ୱର, ୮।୬: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ୨୦୨୬ ରେଜଲ୍ଟ। ସୋମବାର ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବୈଷୟିକ ଶିକ୍ଷା ମନ୍ତ୍ରୀ। ଗତ…

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌…

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri