ତାରାତାରିଣୀ ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ପର୍ଯ୍ୟଟନ ମନ୍ତ୍ରୀ

ଗଞ୍ଜାମ,୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ମନ୍ଦିରକୁ ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଗସ୍ତରେ ଆସି ମା’ ଙ୍କ ଦର୍ଶନ କରିବା ସହ ମନ୍ଦିର ପରିସରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହା ସହ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ମନ୍ଦିର ନିର୍ବାହୀ ଅଧିକାରୀ ଟି.କେ. ରେଡ୍ଡୀ, ତହସିଲଦାର ନିତିଶ କୁମାର ତ୍ରିପାଠୀ, ସୀତାରାମ ପାଣିଗ୍ରାହୀ, ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଓ ସେବାୟତଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri