ସ୍କୁଟି ହେଡଲାଇଟ୍‌ରେ ବ୍ରାଉନସୁଗାର ରଖି ଚାଲିଥିଲା ବେପାର

ଭୁବନେଶ୍ୱର,୧୧।୪(ବ୍ୟୁରୋ): ସ୍କୁଟି ହେଡଲାଇଟରେ ବ୍ରାଉନସୁଗାର। ଏଭଳି ଏକ ଘଟଣା ଘଟିଛି। ରାଜଧାନୀ ଭୁବନେଶ୍ୱରରେ। ପୋଲିସ ଆଖିରୁ ଖସିଯିବା ପାଇଁ ଅଭିଯୁକ୍ତଙ୍କ ଆପଣାଇଛନ୍ତି ଅଭିନୟ ଉପାୟ। ଏଭଳି ଉପାୟରେ ଜଣେ ବ୍ରାଉନସୁଗାର ବିକ୍ରି କରୁଥିବା ବେଳେ କ୍ୟାପିଟାଲ ଥାନା ଅଧୀନ କେଦାରପଲ୍ଲୀ ବସ୍ତିରୁ ଅବକାରୀ ବିଭାଗର ସ୍ବତନ୍ତ୍ର ଟିମ୍‌ ୧୧୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହା ସହ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ସଞ୍ଜୟ ନାୟକ। ଜବତ ବ୍ରାଉନସୁଗାର ଆନୁମାନିକ ମୁଲ୍ୟ ୧ ଲକ୍ଷ ୧୨ ହଜାର। ପୋଲିସ ଆଖିରୁ ଖସିଯିବା ପାଇଁ ସ୍କୁଟି ହେଡ୍‌ ଲାଇଟ୍‌ ଭିତରେ ଛୋଟ ଛୋଟ ପୁଡିଆ କରି ସଞ୍ଜୟ ବ୍ରାଉନସୁଗାର ରଖି ବେପାର କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ପ୍ରସ୍ତୁତ ନ ହେବା ଯାଏ ମାନନ୍ତୁ କଟକଣା

ଭୁବନେଶ୍ୱର,୧୮।୭(ବ୍ୟୁରୋ): କରୋନା ସ୍ଥିତି ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡ଼ିବ। କରୋନା ଟିକା...

ଓଡ଼ିଶାକୁ ନିଜ ଗୋଡ଼ରେ ଠିଆ କରିବାକୁ ୩୩୩୮ କୋଟିର ସହାୟତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଚଳିତବର୍ଷ ବାତ୍ୟା ‘ଫନୀ’ ଦ୍ୱାରା ଗୁରୁତର ପ୍ରଭାବିତ ହୋଇଥିବା ଓଡ଼ିଶାର ପୁନରୁଦ୍ଧାର ଓ ଲୋକଙ୍କ ଜୀବନଜୀବିକା ପାଇଁ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ...

ପ୍ରେମ, ଜେଲ ଓ ପରେ ବିବାହ

ଭଦ୍ରକ ଅଫିସ,୧।୩- ପ୍ରଥମେ ପ୍ରେମ ଓ ପରେ ବିବାହ ନିଷ୍ପତ୍ତି। କିନ୍ତୁ ରାଜି ହେଲେ ନାହିଁ ପରିବାର ଲୋକେ। ବାଧ୍ୟହୋଇ ପ୍ରେମିକଙ୍କ ବିରୋଧରେ ଅଭିଯୋଗ ଆଣିଲେ...

ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୯।୭: ରିଅଲ୍‌ମିର ନୂତନ ଉତ୍ପାଦ ରିଅଲ୍‌ମି ନାର୍‌ଜୋ ୬୦ ସିରିଜ୍‌ ୫ଜି ଓ ରିଅଲ୍‌ମି ବଡ୍‌ସ ୱାୟାରଲେସ୍‌ ୩’ର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି।...

୧୭ ଘଣ୍ଟା ପରେ ଉଠିଲା ଟ୍ୟାଙ୍କର

ଗଞ୍ଜାମ, ୨।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ମଝିରେ ସୋମବାର ଅପରାହ୍ନରେ ଓଲଟି ପଡ଼ିଥିବା ଆମୋନିଆ ଗ୍ୟାସ ଟ୍ୟାଙ୍କରକୁ...

ରାଜ୍ୟରେ ୮୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ନେଇଛି ୧୬ ଜୀବନ

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ତତଲା ତାଓ୍ବାରେ ଓଡିଶା: ଆହୁରି ତତେଇବ, ୧୧ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ବାତ୍ୟା ପରେ ପ୍ରଚଣ୍ଡ ଗ୍ରୀଷ୍ମ ଓ ଗଳୁଗୁଳି ସମଗ୍ର ରାଜ୍ୟକୁ ଅସ୍ତବ୍ୟସ୍ତ କରିଛି। ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶା...

କଲେଜ ପରିଚାଳନା କମିଟିରୁ ରାଜନେତା ବାଦ୍‌ ପଡ଼ିବା ପ୍ରସଙ୍ଗ: ସୁଶାନ୍ତ କହିଲେ ‘ବିଧାୟକଙ୍କୁ ସଦସ୍ୟ ଭାବେ ରଖାଯାଉ’

ଭୁବନେଶ୍ୱର,୨୪।୧(ବ୍ୟୁରୋ): କଲେଜ ପରିଚାଳନା କମିଟିରୁ ରାଜନେତାଙ୍କୁ ବାଦ ଦିଆଯିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଥିଲେ। ଶୁକ୍ରବାର ତାଙ୍କ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି...

Advertisement
Archives

Model This Week