କୃଷକସଂଘ ସମିତିର ଆନ୍ଦୋଳନକୁ ମିଳିତ ଟ୍ରେଡୟୁନିୟନ ପକ୍ଷରୁ ସମର୍ଥନ

ସୁନ୍ଦରଗଡ଼, ୧୫।୧୨(ଡି.ଏନ୍‌.ଏ)- ଅଖିଳ ଭାରତ କୃଷକ ସଂଘର୍ଷ ସମିତିର ଆନ୍ଦୋଳନକୁ ସମର୍ଥନ ଜଣାଇ ସୋମବାର ମିଳିତ ଟ୍ରେଡ ୟୁନିୟନ ଓ କଂଗ୍ରେସ ପକ୍ଷରୁ ସୁନ୍ଦରଗଡ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଗଣଧାରଣାରେ ସୁନ୍ଦରଗଡ ଜିଲାର ବିଭିନ୍ନ ପ୍ରାନ୍ତରରୁ ବିଭିନ୍ନ ସଙ୍ଗଠନର ନେତୃବୃନ୍ଦ ଯୋଗଦେଇ କେନ୍ଦ୍ର ସରକାର ତୁରନ୍ତ କୃଷକମାନଙ୍କର ଦାବିଗୁଡିକୁ ମାନିନେବା ପାଇଁ ଦାବି କରିଥିଲେ। ଏହି ଗଣଧାରଣାରେ ବଣାଇର ବିଧାୟକ ତଥା ସିଆଇଟିୟୁର ଜିଲା ସଭାପତି ଲକ୍ଷ୍ମଣ ମୁଣ୍ଡା, ଏଆଇଟିୟୁସିର ରାଜ୍ୟ ସଭାପତି ଅଶୋକ ଦାଶ, ସିଆଇଟିୟୁର ରାଜ୍ୟ ଉପସଭାପତି ପ୍ରମୋଦ ସାମଲ, ଆଇଏନ୍‌ଟିୟୁସିର ଜିଲା ନେତା ତଥା ତଳସରାର ପୂର୍ବତନ ବିଧାୟକ ଡା. ପ୍ରଫୁଲ୍ଲ କୁମାର ମାଝି, ରାଜ୍ୟ ଉପସଭାପତି ସତ୍ୟ ସାହୁ, ପିସିସିର ପୂର୍ବତନ ସାଧାରଣ ସମ୍ପାଦକ ତଥା ଆଇଏନଟିୟୁସିର ନେତା ରାଜକିଶୋର ଷଡଙ୍ଗୀ, ଜିଲା କଂଗ୍ରେସ କମିଟି ସଭାପତି ବେଣୁମାଧବ ତ୍ରିପାଠୀ, ଏଆଇଟିୟୁସିର ରାଜ୍ୟ ନେତା ପ୍ରଦୋଷ ମହାନ୍ତି, ରାଜେନ୍ଦ୍ର ନାଏକ, ସିଆଇଟିୟୁର ରାଜ୍ୟ ସମ୍ପାଦକ ବିମାନ ମାଇତି, କ୍ଷେତ୍ରମୋହନ ବାରିକ, ଓଡିଶା କୃଷକ ସଭା ଜିଲା ସାଧାରଣ ସମ୍ପାଦକ ସୁରେନ୍ଦ୍ର ଦାଶ, କୋଇଡା ଜିଲା ପରିଷଦ ସଭ୍ୟ ଗୋପୀ ମହାନ୍ତି, ଗୁରୁଣ୍ଡିଆ ବ୍ଲକ ଅଧ୍ୟକ୍ଷା ବିରଜନିଆ ଯୋଯୋ, ସିଆଇଟିୟୁର ଜିଲା ନେତା ଅରିନ୍ଦମ ଦାଶ,ଏଚ୍‌ଏନ୍‌ ଯାଦବ, ଗୌରୀଶଙ୍କର ପାତ୍ର, ରାଧେଶ୍ୟାମ ଗଡତିଆ, ରମେଶ ଜୟପୁରିଆ, ବିଶ୍ୱଜିତ ରାୟ, ରାଲେନ୍‌ କିଣ୍ଡୋ, ପୁଷ୍ପା ସା ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ପରେ ଏକ ପ୍ରତିନିଧିମଣ୍ଡଳୀ ଜିଲାପାଳଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri