କଣ୍ଟେନ୍‌ମେଣ୍ଟ ଜୋନ୍‌କୁ ନେଇ ତାତିଲେ ବ୍ୟବସାୟୀ, ଅତିରିକ୍ତ ତହସିଲଦାରଙ୍କୁ କଲେ ଘେରାଉ

ଜଗନ୍ନାଥପ୍ରସାଦ,୨୦ା୮: ବର୍ତ୍ତମାନ କରୋନା ନିୟମ କଟକଣାକୁ ନେଇ ପ୍ରଶାସନ ଓ ବ୍ୟବସାୟୀ ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି। ଗୁରୁବାର ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାଦୁଆ ଅଞ୍ଚଳରେ ଥିବା ବଜାରର କିଛି ଖୁଚୁରା ବ୍ୟବସାୟୀ ଦୋକାନ ସକାଳ ୮ଟାରେ ଖୋଲିଥିଲେ। ଏହା ଦେଖି ଅତିରିକ୍ତ ତହସିଲଦାର ଓ ତାଙ୍କ ଟିମ୍‌ ଅଚାନକ ପହଞ୍ଚି ଦୋକାନୀଙ୍କ ଠାରୁ ଜରିମାନା ଆଦାୟ କରିଥିଲେ। କିନ୍ତୁ ଏହିଭଳି ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ସମୟରେ ପ୍ରଶାସନ ଲୋକଙ୍କ ଦୁଃଖ ବୁଝିବା ଚେଷ୍ଟl କରିବା ପରିବର୍ତ୍ତେ ଆସି ଜରିମାନା ଆଦାୟକୁ ଅଞ୍ଚଳର ବ୍ୟବସାୟୀମାନେ ଘୋର ବିରୋଧ କରିଥିଲେ। ଫଳରେ ପ୍ରଶାସନକୁ ଅପ୍ରତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିଥିଲା। ଶେଷରେ ଘଟଣାସ୍ଥଳରୁ ଫେରିବାକୁ ବାଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୈର୍ଯ୍ୟ ରଖ, ଜୀବନକୁ ଭଲପାଅ

ଢେଙ୍କାନାଳ ଅଫିସ,୨୯ା୨ – ଢେଙ୍କାନାଳ ସିନର୍ଜୀ ଇଞ୍ଜିନିୟରିଂ କଲେଜର ବାର୍ଷିକ ସାଂସ୍କୃତିକ ଉତ୍ସବ ସିନଫେଷ୍ଟ-୨୦୨୦ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନ ପରିସରରେ ଆୟୋଜିତ ଏହି...

ଓଲଟିଲା ଯାତ୍ରୀବାହୀ ବସ୍‌: ୨୦ ଆହତ

କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ରଜାବସା ନିକଟରେ ଏନଏଚ-୨୦ରେ ଏକ ଯାତ୍ରୀବାହୀ ବସ୍‌(ନମ୍ବର-ଓଆର୦୫ଏଏନ/୬୨୩୦) ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଫଳରେ ୨୦ଜଣ...

ଅତିରିକ୍ତ ତହସିଲଦାରଙ୍କୁ ଅଟକ ରଖିଲେ ଉତ୍ତେଜିତ ଲୋକେ: ମୁଖ୍ୟ ଫାଟକ ଭାଙ୍ଗି ପଲିଥିନ୍‌ ବୋହିନେଲେ

ଭୋଗରାଇ, ୨୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ନାଛିନ୍ଦା ପଞ୍ଚାୟତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଅଭାବନୀୟ ଘଟଣା ଘଟିଛି। ‘ଅମ୍ଫନ’ ବାତ୍ୟାରେ ଘର...

କଡ଼ା ପହରା ମଧ୍ୟରେ ଷ୍ଟ୍ରଙ୍ଗ ରୁମ୍‌

ଚମ୍ପୁଆ, ୨୯ା୪(ଡି.ଏନ.ଏ.)- ଗତ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଭିନ୍ନ ବୁଥ୍‌ରୁ ଇଭିଏମ୍‌ ଅଣାଯାଇ  ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସ୍ଥାନୀୟ  ଚନ୍ଦ୍ରଶେଖର ମହାବିଦ୍ୟାଳୟଠାରେ...

ସିବିଏସ୍‌ଇ ପରୀକ୍ଷା ଫଳାଫଳ ପ୍ରକାଶ: ଟପ୍‌ ତାଲିକାରେ ନାଲ୍‌କୋ ଛାତ୍ର

ବଅଁରପାଳ,୧୫ା୭(ଡି.ଏନ୍‌.ଏ.): କେନ୍ଦ୍ରୀୟ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ନାଲ୍‌କୋ ଡିପିଏସ୍‌ର ଛାତ୍ରୀଛାତ୍ର ବେଶ୍‌ ସଫଳତା ହାସଲ...

କପ୍ତିପଦା ବ୍ଲକ୍‌ ଆଗରେ ବିକ୍ଷୋଭ

କପ୍ତିପଦା,୨୪ା୧୨(ଡ଼ି.ଏନ୍‌.ଏ.)- ଅଲ୍‌ ଇଣ୍ଡିଆ ଡେମୋକ୍ରାଟିକ୍‌ ଯୁବ ସଂଗଠନ, ଅଲ୍‌ ଇଣ୍ଡିଆ ଛାତ୍ର ସଂଗଠନ ଏବଂ ମହିଳା ସଂଗଠନର ମିଳିତ ଆନୁକୂଲ୍ୟରେ ଛାତ୍ର, ଯୁବକ, ମହିଳାମାନଙ୍କର ସମସ୍ୟା...

ଆଦିବାସୀ ଲୋକଙ୍କୁ ସଚେତନ କରାଇଲେ

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ଜୁଣପସି ଗ୍ରାମର ୬୦ରୁ ଊର୍ଦ୍ଧ୍ୱ ପରିବାରର ଲୋକଙ୍କୁ କରୋନା ରୋଗ ସମ୍ପର୍କରେ ସଚେତନ କରାଯାଇଛି। ଏହି...

୩୦୫୪.୬୯ କୋଟି ଋଣ ଯୋଗାଣ ଲକ୍ଷ୍ୟ

ବାରିପଦା ଅଫିସ,୨୦ା୬- ମୟୂରଭଞ୍ଜ ଜିଲା ଅଗ୍ରଣୀ ବ୍ୟାଙ୍କ୍‌ ତରଫରୁ ୧୭୬ତମ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସ୍ବଧା ଦେବୀ...

Advertisement


Archives

Model This Week

Why Dharitri