ସାମ୍ବାଦିକା ଆତ୍ମହତ୍ୟା ମାମଲାରେ ସାମ୍ନାକୁ ଆସିଲା ସାଙ୍ଘାତିକ ସତ; ମୃତ୍ୟୁ ପୂର୍ବରୁ…

ଭୁବନେଶ୍ୱର,୨୫।୭: ରାଜଧାନୀରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ବୁଧବାର ରାତିରେ ସେ ଟେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିବା ପୂର୍ବରୁ ସେ ମା’ଙ୍କୁ ଭେଟିଥିଲେ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ ପରେ ଘରକୁ ମୁହଁରେ ଓଢ଼ଣା ବାନ୍ଧି ଘରକୁ ଯାଇଥିଲେ। ସେଠାରେ ମା’ଙ୍କୁ ଭେଟି ଫେରିବା ପରେ ଟ୍ରେନ୍‌ ଆଗକୁ ଡେଇଁଥିବା ସୂଚନା ମିଳିଛି।

ପ୍ରକାଶ ଯେ, ମଧୁମିତା ୫ ମାସ ପୂର୍ବେ ପ୍ରେମ ବିବାହ କରିଥିଲେ। ହେଲେ କିଛି ଦିନ ତଳେ ସେ ସ୍ବାମୀଙ୍କ ପରକୀୟା ପ୍ରୀତି ବିଷୟରେ ଜାଣିବାକୁ ପାଇଥିଲେ। ଏହାକୁ ନେଇ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ଏପରିକି ସେ ଥରେ ଫିନାଇଲ ପିଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ହେଲେ ତାଙ୍କୁ ଡାକ୍ତରଖାନା ନିଆଯିବାପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଦ୍ୱିତୀୟ ଥର ଲାଗି ସେ ଆତ୍ମହତ୍ୟା କରିବାକୁ ମନସ୍ଥ କରି ଏଭଳି ଚରମ ନିଷ୍ପତ୍ତି ନେଇଥିବା କୁହାଯାଉଛି। ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri