ପିଲାଙ୍କୁ ସ୍କୁଲ ନେଉଥିବା ବସ୍‌କୁ ଧକ୍କା ଦେଲା ଟ୍ରେଲର : ୧୦ର ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ଢେଙ୍କାନାଳ,୨।୧୨: ଢେଙ୍କାନାଳ ଏକ ଘରୋଇ ସ୍କୁଲ ବସ୍‌ ସକାଳୁ ପିଲାଙ୍କୁ ନେଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ସ୍କୁଲ ବସ୍‌କୁ ଧକ୍କା ଦେଇ ଟ୍ରେଲର ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ । ଏଥିରେ ୧୦ରୁ ଅଧିକ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ସକାଳୁ ପିଲାଙ୍କୁ ନେଇ ସ୍କୁଲ ନେଇ ଯାଉଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥ ଶକ୍ତି ସୁଗାର କୋରିଆଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଘଟାଇଥିବା ଟ୍ରେଲରକୁ ଜବତ କରାଯାଇଥିବା ବେଳେ ଡ୍ରାଇଭର ଫେରାର ହୋଇ ଯାଇଥିବା ଜଣାପଡିଛି। ଆହତ ସମସ୍ତ ଛାତ୍ରୀଛାତ୍ରଙ୍କୁ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ହସ୍ପିଟାଲରେ ସ୍କୁଲ ଅଧ୍ୟକ୍ଷ ଓ ଅନ୍ୟ କର୍ମଚାରୀ ପହଞ୍ଚି ପିଲାଙ୍କୁ ଚିକିତ୍ସା କରି ଘରକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବୁଙ୍କ ଦକ୍ଷତା ମାପିବେ ସରକାର: ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri