ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର

ଭୁବନେଶ୍ୱର,୨୨।୫(ଶର୍ମିଷ୍ଠା ପାଣିଗ୍ରାହୀ):କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବୁଧବାର ଓଡ଼ିଆ ଚଳଚ୍ଚିତ୍ର ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର ପ୍ରଦର୍ଶନ ହେବାକୁ ଯାଉଛି। ଅପରାହ୍ନ ୪ଟା ୧୫ରେ ଏହା ପ୍ରଦର୍ଶିତ ହେବ। ପ୍ରଣବ କୁମାର ଆଏଚଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରର ଟ୍ରେଲର ‘ଭାରତ ପର୍ବ’ ଦ୍ୱାରା ପ୍ରଦର୍ଶନ ହେବା ପାଇଁ ମନୋନୀତ ହୋଇଛି। ଫେଷ୍ଟିଭାଲ ଉଦ୍‌ଯାପନୀ ସମାରୋହରେ ଚଳଚ୍ଚିତ୍ରର ପୋଷ୍ଟର ଓ ଟ୍ରେଲର ରିଲିଜ୍‌ ପାଇଁ ଫିଲ୍ମ ଟିମ୍‌କୁ ନିମନ୍ତ୍ରଣ କରାଯାଇଛି। ଉଲ୍ଲେଖଯୋଗ୍ୟ, ଯାଜପୁର ଜିଲାର ନନ୍ଦ ପୃଷ୍ଟି ଓରଫ ନନ୍ଦ ସାର୍‌ଙ୍କ ଭୂମିକାରେ ଯୁବ ଅଭିନେତା ସାଇଶ୍ରେଷ୍ଠ ଦାସ ଅଭିନୟ କରିଛନ୍ତି। ଦୟା, ଆଗାମୀ ଚିନ୍ତା ଏବଂ ସ୍ଥିରତାର ଏକ ଉଦାହରଣ ଭାବେ ନନ୍ଦ ସାର୍‌ ଈଶ୍ବରଙ୍କ ଅନ୍ୟତମ ଉପହାର ଥିଲେ।
୧୦୩ ବର୍ଷ ବୟସରେ ନନ୍ଦ ପୃଷ୍ଟି ପଦ୍ମଶ୍ରୀ ପୁରସ୍କାର ଗ୍ରହଣ ସମୟରେ ତତ୍କାଳୀନ ରାଷ୍ଟ୍ରପତିଙ୍କୁ ଆଶୀର୍ବାଦ କରି ଚର୍ଚ୍ଚାକୁ ଆସିଥିଲେ। ଏଭଳି ଜଣେ ପ୍ରେରଣାଦାୟୀ ଓ ନିଃସ୍ବାର୍ଥପର ଶିକ୍ଷକଙ୍କ କାହାଣୀ ନିଶ୍ଚିତ ରୂପେ ଆଦର୍ଶ ରାଷ୍ଟ୍ର ନିର୍ମାଣରେ ଆଗାମୀ ଯୁବପଢ଼ିଙ୍କ ପାଇଁ ବଳିଷ୍ଠ ଉଦାହରଣ ବୋଲି କୁହାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri