ରାୟଗଡ଼ା ଅଫିସ,୨୩ା୪: ରାୟଗଡ଼ାରେ ଆଜି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ରାୟଗଡ଼ା ଜିଲା ପିତାମହଲ ନିକଟରେ ଏକ ଟ୍ରେନ୍ ଦୁର୍ଘଟଣାରେ ୨୭ଟି ମଇଁଷିଙ୍କର ମୃତ୍ୟୁ ଘଟିଛି। ଟ୍ରେନ୍ ଲାଇନ୍ ପାର ହେବା ସମୟରେ ଏହି ମଇଁଷିପଲକୁ ଆଲଫୁଜା-ଧାନବାଦ ଏକ୍ସପ୍ରେସ ଧକ୍କା ଦେଇଥିଲା।
ରାୟଗଡ଼ା ଅଫିସ,୨୩ା୪: ରାୟଗଡ଼ାରେ ଆଜି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ରାୟଗଡ଼ା ଜିଲା ପିତାମହଲ ନିକଟରେ ଏକ ଟ୍ରେନ୍ ଦୁର୍ଘଟଣାରେ ୨୭ଟି ମଇଁଷିଙ୍କର ମୃତ୍ୟୁ ଘଟିଛି। ଟ୍ରେନ୍ ଲାଇନ୍ ପାର ହେବା ସମୟରେ ଏହି ମଇଁଷିପଲକୁ ଆଲଫୁଜା-ଧାନବାଦ ଏକ୍ସପ୍ରେସ ଧକ୍କା ଦେଇଥିଲା।
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...
ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...
ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...
ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...
ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...
ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍ବିଏସ୍। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
