ରାୟଗଡ଼ା ଅଫିସ,୨୩ା୪: ରାୟଗଡ଼ାରେ ଆଜି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ରାୟଗଡ଼ା ଜିଲା ପିତାମହଲ ନିକଟରେ ଏକ ଟ୍ରେନ୍ ଦୁର୍ଘଟଣାରେ ୨୭ଟି ମଇଁଷିଙ୍କର ମୃତ୍ୟୁ ଘଟିଛି। ଟ୍ରେନ୍ ଲାଇନ୍ ପାର ହେବା ସମୟରେ ଏହି ମଇଁଷିପଲକୁ ଆଲଫୁଜା-ଧାନବାଦ ଏକ୍ସପ୍ରେସ ଧକ୍କା ଦେଇଥିଲା।
ରାୟଗଡ଼ା ଅଫିସ,୨୩ା୪: ରାୟଗଡ଼ାରେ ଆଜି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ରାୟଗଡ଼ା ଜିଲା ପିତାମହଲ ନିକଟରେ ଏକ ଟ୍ରେନ୍ ଦୁର୍ଘଟଣାରେ ୨୭ଟି ମଇଁଷିଙ୍କର ମୃତ୍ୟୁ ଘଟିଛି। ଟ୍ରେନ୍ ଲାଇନ୍ ପାର ହେବା ସମୟରେ ଏହି ମଇଁଷିପଲକୁ ଆଲଫୁଜା-ଧାନବାଦ ଏକ୍ସପ୍ରେସ ଧକ୍କା ଦେଇଥିଲା।
ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…
ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…
ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…
ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…
ଶେନ୍ଝେନ୍,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍…
ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…