Posted inଫୁରସତ

ଏମିତି ଦେଶ, ଯେଉଁଠି ୩୦ ସେକେଣ୍ଡ୍‌ରୁ ଅଧିକ ବିଳମ୍ବ ହୁଏନି ଟ୍ରେନ୍‌

ବିଶ୍ୱରେ ଅନେକ ଦେଶ ରହିଛି। ପ୍ରତ୍ୟେକ ଦେଶରେ ନୀତି ନିୟମ ଭିନ୍ନ ଭିନ୍ନ। ଏମିତି ଏକ ଦେଶ ହେଉଛି ଜାପାନ। ନିଜର ସଂସ୍କୃତିଠାରୁ ଆରମ୍ଭ କରି ଖାଇବା, ପିଇବା, ଟେକ୍ନୋଲୋଜିକୁ ନେଇ ସାରା ଦୁନିଆରେ ବେଶ୍‌ ପରିଚିତ ଏହି ଦେଶ। ଜାପାନ ଏସିଆର ସବୁଠୁ ବିକଶିତ ଦେଶ ଭାବେ ପରିଗଣିତ। ଏଠାକାର ଲୋକେ ସବୁଠୁ ଅଧିକ କର୍ମଠ। ଏହି ଦେଶ ସହିତ ଜଡ଼ିତ ଆଉ କିଛି ବିଶେଷ ତଥ୍ୟ ସମ୍ପର୍କରେ ଜାଣନ୍ତୁ…

ଜାପାନ ଏକ ପୁରାତନ ଦେଶ। ଏହାର ପରମ୍ପରା, ରୀତିନୀତି ସ୍ବତନ୍ତ୍ର ଅଟେ। ଭାରତ ପରି ଏହି ଦେଶର ଲୋକମାନେ ଦୁଇହାତ ଯୋଡ଼ି ଅଭିବାଦନ ଜଣାଇଥାନ୍ତି। ଏଠାକାର ଯେଉଁ ବ୍ୟକ୍ତି ଯେତେ ପ୍ରତିଷ୍ଠିତ ହୁଅନ୍ତୁନା କାହିଁକି ସମସ୍ତଙ୍କ ସାମ୍ନାରେ ମୁଣ୍ଡ ନୁଆଁଇ ଅଭିବାଦନ ଜଣାଇଥାନ୍ତି। ସବୁଠାରୁ ବଡ଼ କଥା ହେଲା ଏହି ଦେଶରେ ସମୟକୁ ଅଧିକ ଗୁରୁତ୍ୱ ଦିଆଯାଇଥାଏ। ଏଠାକାର ଲୋକେ ବେକାର ନ ହୋଇ ସବୁବେଳେ କିଛି ନା କିଛି କାମରେ ଲାଗିଥାନ୍ତି। ଏପରିକି ଜାପାନର ଟ୍ରେନ୍‌ ସମୟ ୩୦ ସେକେଣ୍ଡରୁ ଅଧିକ ବିଳମ୍ବ ହୋଇ ନ ଥାଏ।  ସଠିକ୍‌ ସମୟରେ ପ୍ଲାଟ୍‌ଫର୍ମରେ ଆସି ଲାଗିଥାଏ ଟ୍ରେନ୍‌।


Enter your email to get our daily news in your inbox.

All Right Reserved By Dharitri.Com

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri