ଚାଲୁଥିଲା ଟ୍ରେନ୍‌, ହଠାତ୍‌ ପଶିଆସିଲା ଗଜରାଜ: ଆଉ ତା’ପରେ ଯାହା ଘଟିଲା…

କେନ୍ଦୁଝର,୧୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ସିତାବିଞ୍ଜ ବସନ୍ତପୁର ରେଲଲାଇନରେ ଗୋଟିଏ ଦନ୍ତା ହାତୀ ରେଳ ଲାଇନ ଅତିକ୍ରମ କରୁଥିବାବେଳେ ଏକ ମାଲବାହୀ ଟ୍ରେନ ଜଖପୁରାରୁ କେନ୍ଦୁଝର ଅଭିମୁଖେ ଆସୁଥିଲା।

କିଲୋମିଟର ନମ୍ବର ୮୦/୧୮-୧୬ ମଧ୍ୟରେ ଡାଉନ ଲାଇନରେ ଏକ ବଡ଼ ଦନ୍ତା ହାତୀ ଟ୍ରାକ ପାର ହେଉଥିବାର ଦେଖି ଟ୍ରେନ ଚାଳକ ଦୀପକ କୁମାର ବାରିକ ଓ ସତ୍ୟରଞ୍ଜନ ସାହୁ ତୁରନ୍ତ ଟ୍ରେନର ହର୍ନ ବଜାଇବା ସହିତ ଜରୁରୀକାଳୀନ ବ୍ରେକ ଲଗାଇ ପ୍ରଥମେ ଟ୍ରେନକୁ ଠିଆ କରାଇଥିଲେ ଏବଂ ହାତୀଟି ନିରାପଦରେ ଜଙ୍ଗଲ ଭିତରକୁ ଯିବା ପର୍ଯ୍ୟନ୍ତ ଅପେକ୍ଷା କରିଥିଲେ। ପରବର୍ତ୍ତୀ ସମୟରେ ଏହି ସଂକ୍ରାନ୍ତୀୟ ସମସ୍ତ ତଥ୍ୟ ଖୋର୍ଦ୍ଧା ରୋଡ଼ ମଣ୍ଡଳର ବସନ୍ତପୁର ଷ୍ଟେଶନରେ ରେଲଚାଳକ ଦ୍ୱୟ ଲିଖିତ ଜଣାଇଥିଲେ। ରେଲଚାଳକଙ୍କ ଉପସ୍ଥିତ ଜରୁରୀ କାର୍ଯ୍ୟ ପାଇଁ ଦନ୍ତାହାତୀ ସୁରକ୍ଷିତ ଜଙ୍ଗଲକୁ ଯାଇଥିବାରୁ ସ୍ଥାନୀୟ ଜନସାଧାରଣ ରେଲଚାଳକଙ୍କ କାର୍ଯ୍ୟକୁ ପ୍ରଶଂସା କରିବା ସହିତ ବନ ବିଭାଗ ତରଫରୁ ସେମାନଙ୍କୁ ପୁରସ୍କୃତ କରିବାର ବ୍ୟବସ୍ଥା କଲେ ରେଳକର୍ମୀଙ୍କ ମନରେ ବନ୍ୟପ୍ରାଣୀ ସୁରକ୍ଷା ନିମନ୍ତେ ଆଗ୍ରହ ବୃଦ୍ଧି ପାଆନ୍ତା ବୋଲି ମତ ପୋଷଣ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ସୁପ୍ରିମକୋର୍ଟ ଇସିଙ୍କୁ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?