Posted inଜାତୀୟ

ବିନା ଡ୍ରାଇଭରରେ ଚାଲିବ ଟ୍ରେନ୍‌

ନୂଆଦିଲ୍ଲୀ,୧୫।୧୦: ପ୍ରଥମ ଥର ପାଇଁ ବିନା ଡ୍ରାଇଭରରେ ଚାଲିବ ଟ୍ରେନ୍‌। ଏମିତି ଟ୍ରେନକୁ ଜର୍ମାନୀର ହାମବର୍ଗରେ ତିଆରି କରାଯାଇଛି। ଦୁଇ ଜର୍ମାନୀ କମ୍ପାନୀ ଡଏଚ୍‌ ବାହାନ ଓ ହାଇଟେକ୍‌ ପାର୍ଟନର ସିମେନ୍ସ ଏହି ପ୍ରୋଜେକ୍ଟକୁ ମିଳିତ ଭାବରେ କରିଛନ୍ତି। ୭୦ମିଲିୟନର ଏହି ଡିଜିଟାଲ ଯୋଜନାକୁ ବିଶ୍ୱରେ ପ୍ରଥମ ବୋଲି ନାମିତ କରାଯାଇଛି। ତେବେ ଭାରତରେ ଏହି ଟ୍ରେନ ବେଙ୍ଗାଲୁରୁ ମେଟ୍ରୋ ଷ୍ଟେଶନ ପାଇଁ ଯୋଗାଇ ଦିଆଯିବ।
ସ୍ବୟଂଚାଳିତ ଏହି ଟ୍ରେନଟି ଗୋଟିଏ ଧାରରେ ଚାଲିବା ସହ ଗୁରୁତ୍ୱପୁର୍ଣ୍ଣ ସମୟରେ ଏହା କାମ କରିବାର ଯଥେଷ୍ଟ କ୍ଷମତା ରହିଛି। ଗତିରେ ହ୍ରାସ, ବୃଦ୍ଧି, ବ୍ରେକ୍‌ ଆଦି ସହ ଟ୍ରେନଟି ସାଧାରଣ ଭାବେ ଚାଲିବ ବୋଲି କମ୍ପାନୀ ତରଫରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କମଲ ନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ...

ମସ୍‌ଜିଦରେ ଶେଷନାଗ ଫଣା, ତ୍ରିଶୂଳ

ବାରାଣସୀ,୨୦।୫:ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରି ମସ୍‌ଜିଦ ବିବାଦ ମାମଲାରେ ରାୟ ମନ୍ଦିର ସପକ୍ଷରେ ଯିବା ପରେ ଏବେ ଅନ୍ୟାନ୍ୟ ମନ୍ଦିର-ମସ୍‌ଜିଦ ବିବାଦ ଜୋର୍‌ଦାର ହୋଇଛି। ବାରାଣସୀର ପ୍ରସିଦ୍ଧ...

ଚାଇନାକୁ ଟପିଲା ଭାରତ

ନୂଆଦିଲ୍ଲୀ, ୧୬ା୫: ମହାମାରୀ କରୋନା ଭୂତାଣୁ ବିଶ୍ୱର ୨୧୩ ଦେଶକୁ ନାକେଦମ୍‌ କରି ରଖିଥିବା ବେଳେ ଭାରତର ସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି। ସର୍ବାଧିକ...

ଜେଲକୁ ଫେରିଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା

ଲଖିମପୁର ଖେରି, ୨୭ା୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ ଗିରଫ ହୋଇଥିବା କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ  ହସ୍ପିଟାଲରୁ ଜେଲକୁ ଫେରିଛନ୍ତି। ଡେଙ୍ଗୁରେ...

ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି

ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ...

ସେନା କର୍ମଚାରୀଙ୍କ କଲ୍ୟାଣ ଲାଗି ଏକ ପ୍ରୟାସ

ସେନା ପ୍ରତି ସମ୍ମାନ ପ୍ରଦର୍ଶନ କରିବା ପାଇଁ ୧୯୪୯ରୁ ପ୍ରତିବର୍ଷ ୭ ଡିସେମ୍ବରରେ ସଶସ୍ତ୍ର ସେନା ପତାକା ଦିବସ ଭାରତରେ ପାଳନ କରାଯାଉଛି। ଦେଶର ଏକତା...

ଏହି ଭାରତୀୟଙ୍କୁ ଭଗବାନ ପରି ମାନେ ଚାଇନା, ଜାଣନ୍ତୁ କାହିଁକି

ଭାରତ ଏବଂ ଚାଇନା ମଧ୍ୟରେ ବର୍ତ୍ତମାନ ସୀମା ବିବାଦ ଲାଗିରହିଛି। ତେବେ ଏମିତି ଏକ ସମୟ ଥିଲା ଯେତେବେଳେ ଚାଇନାବାସୀ ଭାରତୀୟମାନଙ୍କୁ ବହୁତ ସମ୍ମାନ କରୁଥିଲେ।...

ନବଜାତ କନ୍ୟାକୁ ଘରକୁ ଆଣିବା ପାଇଁ ହେଲିକପ୍ଟର ଡକାଇଲେ ବାପା

ନାଗପୁର,୨୩।୪: ରାଜସ୍ଥାନର ନାଗପୁର ଜିଲାରେ ଜଣେ ବ୍ୟକ୍ତି ନିଜ ନବଜାତ କନ୍ୟାକୁ ଘରକୁ ଆଣିବା ପାଇଁ ହେଲିକପ୍ଟର ବ୍ୟବହାର କରିଛନ୍ତି। ହନୁମାନ ପ୍ରଜାପତଙ୍କ ପତ୍ନୀ ଚୁକି...

Advertisement
Archives

Model This Week