Categories: ଜାତୀୟ

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ହେଲା ଟ୍ରାଭେଲ ଗାଇଡ୍‌ଲାଇନ

ନୂଆଦିଲ୍ଲୀ,୧୦।୨: ଅନ୍ତର୍ଜାତୀୟ ଟ୍ରାଭେଲରଙ୍କ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନୂଆ ଟ୍ରାଭେଲ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ଫେବୃୟାରୀ ୧୪ରୁ ନୂଆ ଗାଇଡ୍‌ଲାଇନ୍‌ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏୟାର ସୁବିଧା ପୋର୍ଟାଲରେ ସେଲ୍‌ଫ ଡିକ୍ସାରେଶନକୁ ବାଧ୍ୟତାମୂଳକ କରାଯାଇଛି। ତେବେ ୭୨ ଘଣ୍ଟା ପୂର୍ବରୁ ଆରଟିପିସିଆର ନେଗେଟିଭ୍‌ ରିପୋର୍ଟ କିମ୍ବା ଟିକା ସାର୍ଟିଫିକେଟ୍‌ ଅପଲୋଡ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

 

Share