ମାଛ ଧରିବା ବେଳେ ଅଗ୍ନିକାଣ୍ଡ ଘଟି ବୁଡିଗଲା ଟ୍ରଲର

ଚାନ୍ଦବାଲି, ୬।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ସମୁଦ୍ର ମଧ୍ୟରେ ହୁଇଲର ଦୀପ ନିକଟରେ ଏକ ଫିସିଙ୍ଗ ଟ୍ରଲରରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିବାରୁ ଟ୍ରଲରଟି ସମୁଦ୍ର ମଧ୍ୟରେ ବୁଡି ଯାଇଛି। ‘ମା ପଦ୍ମାବତୀ’ ନାମକ ଏକ ଟ୍ରଲରରେ ୧୦ଜଣ ଧୀବର ମାଛ ଧରୁଥିବା ବେଳେ ଟ୍ରଲରଟିରେ ଅଗ୍ନିକାଣ୍ଡ ଘଟିବାରୁ ଏହା ସମୁଦ୍ରରେ ବୁଡି ଯାଇଥିଲା। ନିକଟରେ ଥିବା ଅନ୍ୟ ଟ୍ରଲର ଧୀବରମାନେ ଏହି ଟ୍ରଲରର ୧୦ଜଣ ଧୀବରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ମେରାଇନ ପୋଲିସକୁ ହସ୍ତାନ୍ତର କରିଛନ୍ତି ।

ଧାମରା ଦୋସିଙ୍ଗା ପଞ୍ଚାୟତର ଟ୍ରଲର ମାଲିକ ସମରେଶ ପରିଡାଙ୍କ ଟ୍ରଲର ମା’ ପଦ୍ମାବତୀରେ ୧୦ଜଣ ଧୀବର ମାଛ ଧରିବା ପାଇଁ ସମୁଦ୍ର ମଧ୍ୟକୁ ଯାଇଥିଲେ । ଟ୍ରଲରରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟିବାରୁ ସମୁଦ୍ର ମଧ୍ୟରେ ଟ୍ରଲଟି ଜଳିବାକୁ ଲାଗିଥିଲା। ଅଗ୍ନି ପ୍ରଖର ହେବାରୁ ଟ୍ରଲରରେ ଥିବା ଧୀବରମାନେ ନିଜ ଜୀବନ ବଞ୍ଚାଇବା ପାଇଁ ସେପ୍ଟି ଜ୍ୟାକେଟ ସାହାଯ୍ୟରେ ସମୁଦ୍ରକୁ ଡେଇଁ ପଡ଼ି ଭାସିଥିଲେ। ନିକଟରେ ଥିବା ଅନ୍ୟ ଟ୍ରଲର ଧୀବରମାନେ ସେମାନଙ୍କୁ ଉଦ୍ଧାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆକସ୍ମିକ ଭାବେ ଅପସରି ଗଲେ

କଟକ ଅଫିସ,୧୭ା୬: ନିଜ ଅଭିନୟର ଯାଦୁରେ ଲୋକଙ୍କ ଭିତରେ ତାରକା ଭାବେ ପରିଚିତ ହୋଇ ଆସିଲାବେଳକୁ ହଠାତ୍‌ ସେମାନଙ୍କ ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ହତଚକିତ କରିଦିଏ।...

ନବରଙ୍ଗପୁର ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୯।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ତାଙ୍କ ସ୍ତ୍ରୀ । କିଛି ଦିନ ଦେଲା ସଦାଶିବଙ୍କ ନିକଟରେ କରୋନା ଲକ୍ଷଣ...

ମାସ୍କ ପିନ୍ଧି ନ ଥିବା ୨୫୦୦ ଜଣଙ୍କଠାରୁ ୧୨ ଲକ୍ଷ ଜରିମାନା ଆଦାୟ: ଏସ୍‌ପି

ଛତ୍ରପୁର,୧।୭(ଡି.ଏନ୍‌.ଏ.): କୋଭିଡ-୧୯ ଗାଇଡଲାଇନ୍‌କୁ କାର୍ଯ୍ୟକାରୀ କରିବା ଆଗାମୀ ଦିନରେ ଗଞ୍ଜାମ ପୋଲିସ ପାଇଁ ଚ୍ୟାଲେଞ୍ଜ ରହିଛି। ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ, ଘରେ ରହିବା, ମେଡିକାଲ...

ନିଶା ବ୍ୟବସାୟକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ : ଦାଦା ଗୁରୁତର, ବର୍ତ୍ତିଗଲେ ପୁତୁରା

ବାଲେଶ୍ୱର ଅଫିସ, ୨୬।୧୦: ବାଲେଶ୍ୱର ସଦର ଥାନା ଅଧୀନ ରସାଳପୁର ଛେଳିଆପଦା ଛକ ନିକଟସ୍ଥ କାଳିମଣ୍ଡପ ପଡ଼ିଆରେ ଜଣେ ଦୁର୍ବୃତ୍ତ ନିଶା ବ୍ୟବସାୟକୁ କେନ୍ଦ୍ର କରି...

ବର୍ଷା ଯୋଗୁ ଘୁଞ୍ଚିଲା ଜିଲା ମହୋତ୍ସବ

ଅନୁଗୋଳ ଅଫିସ,୭।୨: ଅନୁଗୋଳରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁୁ ଜିଲା ମହୋତ୍ସବ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ୭ରୁ ୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା...

ଗର୍ଭବତୀ ନାବାଳିକାର ଆତ୍ମହତ୍ୟା ଉଦ୍ୟମ

ଉମରକୋଟ,୩୦।୧(ଡି.ଏନ.ଏ.)-ନବରଙ୍ଗପୁର ଜିଲା ଉମରକୋଟ ବ୍ଲକରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇ ଗର୍ଭବତୀ ହେବା ପରେ ଲୋକଲଜା ଭୟରେ ବିଷ ଖାଇ ଗୁରୁବାର ଆତ୍ମହତ୍ୟା ଉଦ୍ୟମ...

ବାରହା ପାଇଁ ବିଛାଯାଇଥିବା ଫାଶରେ ପଡ଼ି ହାତୀର ଜୀବନଗଲା

ହିନ୍ଦୋଳ,୨୪।୭: ହିନ୍ଦୋଳ ରେଞ୍ଜ କନ୍ତାମିଲା ପଞ୍ଚାୟତ ଡମେଇବାହାଳ ନିକଟସ୍ଥ କୁଶପଦା ଜଙ୍ଗଲରେ ଶୁକ୍ରବାର ରାତିରେ ବାରହା ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ପଡି ଗୋଟିଏ...

ଏବର୍ଷ ହେବନି ବାଲିଯାତ୍ରା

କଟକ ଅଫିସ,୩୦ା୧୦: ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ହେବ ନାହିଁ। କରୋନା ମହାମାରୀ ସମୟରେ ଏଭଳି ଆୟୋଜନ ସମ୍ଭବ ନୁହେଁ। ଏନେଇ ସୂଚନା ଦେଇଛନ୍ତି କଟକ...

Advertisement
Archives

Model This Week