୧୨ରେ ରଥକାଠ ପାଇଁ ଗଛକଟା ଅନୁକୂଳ

ଦଶପଲ୍ଲା,୩ା୧(ଡି.ଏନ୍‌.ଏ.): ପୁରୀରେ ଶ୍ରୀଜୀଉମାନଙ୍କ ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ ନୟାଗଡ ଜିଲା ଦଶପଲ୍ଲା ବନାଞ୍ଚଳରୁ ଯୋଗାଇ ଦିଆଯିବାର ବିଧି ରହିଛି। ସେଥିପାଇଁ ଶ୍ରୀମନ୍ଦିର ପଞ୍ଜିକାରଙ୍କ ଗଣନା ଆଧାରରେ ଦିନ, ବାର, ସମୟ ସ୍ଥିର ହେବା ପରେ ପ୍ରସ୍ତୁତି ଆରମ୍ଭ ହୁଏ। ତଦନୁଯାୟୀ ଚଳିତବର୍ଷ ଆସନ୍ତା ୧୨ତାରିଖ ମଙ୍ଗଳବାର ଗଛ କଟା ଅନୁକୂଳ କରାଯିବ। ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରୁ ନୀତିପ୍ରଶାସକଙ୍କ ସହ ଏକ ଦଳ ପ୍ରଭୁଙ୍କ ଆଜ୍ଞାମାଳ, ପାଟପତନୀ, ଖଣ୍ଡୁଆ, ମହାପ୍ରସାଦ ନେଇ ନୟାଗଡ଼ରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ଆଣି ଅତିଥି ଶାଳାରେ ରଖାଯିବ। ତା’ପରଦିନ ପ୍ରତ୍ୟୁଷରୁ ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତ ବେଠିଆସାହି ଶ୍ରୀଜଗନ୍ନାଥଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରି ମା’ବଡରାଉଳଙ୍କ ପୀଠକୁ ଯିବେ। ସେଠାରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଆଦି ସମର୍ପଣ ସହ ହୋମ କରାଯିବ। ପରେ ମହାରଣା ସେବକ ଗଛ ଚିହ୍ନଟ କରି ପ୍ରଥମ ଚୋଟ ଦେବା ପରେ କାଠ କଟା ଆରମ୍ଭ ହେବ। ଏହି ନୀତିକୁ ଦର୍ଶନ କରିବାକୁ ଶତାଧିକ ଗ୍ରାମବାସୀ ଏକାଠି ହୋଇଥାନ୍ତି। ଗଛ କଟା ସମୟରେ ଶ୍ରଦ୍ଧାଳୁଙ୍କ ହରିବେଲ, ହୁଳହୁଳିରେ ସେହି ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri