ଅବାଧରେ ଚାଲିଛି ଗଛକଟା

କେନ୍ଦୁଝର, ୧୩।୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଗୁମୁରା ପଞ୍ଚାୟତ ଟୋଲଙ୍କବାହାଳ ଗ୍ରାମ ଜଙ୍ଗଲରେ ଅବାଧ ଗଛ କାଟି ଜଙ୍ଗଲ ପଦା କରିବାରେ ଲାଗିଛନ୍ତି। ମୂଲ୍ୟବାନ ଶାଳ ଜଙ୍ଗଲକୁ ସ୍ଥାନୀୟ ଲୋକ କାଟି ନେଉଥିଲେ ହେଁ ବନ ବିଭାଗ ଧରପଗଡ କରୁ ନ ଥିବାରୁ ଉକ୍ତ ଜଙ୍ଗଲ ପଦା ହେବାକୁ ଲାଗିଛି। ଏନେଇ ଅଭିଯୋଗ କଲେ ମଧ୍ୟ କେହି ଶୁଣୁ ନ ଥିବା ଗ୍ରାମବାସୀ କହିଛନ୍ତି। ଜଙ୍ଗଲ କଟା ଯୋଗୁ ପରିବେଶ କ୍ଷତିଗ୍ରସ୍ତ ହେବା ସହ ହାତୀ ଓ ଅନ୍ୟାନ୍ୟ ବନ୍ୟଜନ୍ତୁ କ୍ଷତିଗ୍ରସ୍ତ ହେଉଛନ୍ତି। ଏନେଇ ବନ ବିଭାଗ ମୁଖ୍ୟ ତୁରନ୍ତ ପଦକ୍ଷେପ ଗ୍ରହଣ କରି ଧରପଗଡ କରିବା ଏବଂ ଜଙ୍ଗଲ କଟା ଉପରେ କଟକଣା ଲଗାଇବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଣ୍ଡିଆ ପିଇ ବୁଲୁଛି ଗୋଠଛଡ଼ା ଦନ୍ତା

ପାଟଣା,୨୭।୧୨(ସ୍ବ. ପ୍ର.)  କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ୪ ଦିନ ତଳେ ଗୋଠ ଛଡା ଦନ୍ତା ହାତୀ ଉପଦ୍ରବ କରି ସଦର ରେଞ୍ଜ୍‌ରେ ଡେରା ପକାଇଥିଲା। ଶନିବାର...

ଓଏମ୍‌ସି ଷ୍ଟାଫ୍‌ ବସ ଉପରକୁ ତୀରମାଡ଼, ଜଣେ ଗୁରୁତର

କେନ୍ଦୁଝର,୨୩।୧୦(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଦୈତାରୀ ମାଇନ୍ସରୁ କାମ ସାରି କର୍ମଚାରୀଙ୍କୁ ଧରି ଫେରୁଥିବା କମ୍ପାନୀ ବସ ଉପରେ ଦୁର୍ବୃତ୍ତଙ୍କ ଧନୁତୀରରେ ଆକ୍ରମଣ ଘଟଣା ଚାଞ୍ଚଲ୍ୟ ସୃଷ୍ଟି...

କୋର୍ଟ ପରିସରରେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ଆନନ୍ଦପୁର,୨୮। ୪(ସ୍ବ.ପ୍ର.)-ଆନନ୍ଦପୁର ଓକିଲ ସଂଘ ପକ୍ଷରୁ କୋର୍ଟ ପରିସରରେ ମଙ୍ଗଳବାର ମଧୁବାବୁଙ୍କ ଜୟନ୍ତୀ ଏବଂ ଆଇନଜୀବୀଙ୍କ ଦିବସ ପାଳିତ ହୋଇଯାଇଛି। ଓକିଲ ସଂଘର ସଭାପତି ସଞ୍ଜୟ...

ଜାଗରରେ ଅଘଟଣ: ଦୀପରୁ ନିଆଁ ଲାଗି ମହିଳା ଆହତ

ଆନନ୍ଦପୁର,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଦେଓଗାଁର କୁଶଳେଶ୍ୱର ମହାଦେବଙ୍କ ମନ୍ଦିରରେ ଶୁକ୍ରବାର ଜାଗରରେ ଅଘଟଣ ଘଟିଛି । ଆନନ୍ଦପୁରର ଏହି ପ୍ରାଚୀନ ଶୈବପୀଠରେ...

ସୂର୍ଯ୍ୟମୁଖୀ ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର, ୧୨ା୪ ରାଜ୍ୟ ସରକାର କୃଷି ଓ କୃଷକର ବିକାଶ ନିମନ୍ତେ ଯୋଜନା ପରେ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କାର ଅର୍ଥ ଖର୍ଚ୍ଚ...

ବିଧାୟିକା ମୀନାକ୍ଷୀଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ଚମ୍ପୁଆ, ୩୦।୮(ଡି.ଏନ.ଏ.)-ନିର୍ବାଚନ ପରେ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତଙ୍କ ଗୁରୁବାର ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରିବା ସହିତ ଉପୁଜୁଥିବା ସମସ୍ୟା ଓ ଅବ୍ୟବସ୍ଥାକୁ ନେଇ ବିରକ୍ତି...

ଦାବି ପୂରଣ ନ ହେବାରୁ ଦ୍ୱିତୀୟ ଦିନରେ ଟାଟାଖଣି ଶ୍ରମିକଙ୍କ ଧାରଣା

ଯୋଡ଼ା,୨୮।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡିସ୍ଥିତ ଟାଟା କମ୍ପାନୀର ମାଙ୍ଗାନିଜ ଖଣିର ଶତାଧିକ ଶ୍ରମିକ ଦାବି ପୂରଣ ନ ହେବାରୁ ଦ୍ୱିତୀୟ ଦିନରେ...

ଗାଧେଇବାକୁ ଯାଇ ଫେରିଲେନି ଆଈ-ନାତୁଣୀ

କେନ୍ଦୁଝର,୨୪।୨ (ସ୍ବ.ପ୍ର.) କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଅନ୍ତର୍ଗତ ଭେଜିଡିହି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀକୁ ଗାଧୋଇବାକୁ ଯାଇ...

Advertisement
Archives

Model This Week