କଟକ ଅଫିସ, ୯ା୧: ଜାନୁୟାରୀ ଶେଷ ପର୍ଯ୍ୟନ୍ତ ହାଇକୋର୍ଟ ପୂର୍ବଭଳି ଚାଲିବ। ଅର୍ଥାତ୍ ଏହି ସମୟ ମଧ୍ୟରେ କୋର୍ଟ ସାଧାରଣ ଭାବେ କାର୍ଯ୍ୟ କରିବ ନାହିଁ। ହାଇକୋର୍ଟ ପକ୍ଷରୁ ଅନୁଷ୍ଠିତ ଫୁଲ୍କୋର୍ଟରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ନିମ୍ନ ଅଦାଲତ ଏବଂ ଟ୍ରିବ୍ୟୁନାଲ ମଧ୍ୟ ପୂର୍ବପରି କାର୍ଯ୍ୟ କରିବ। ସୂଚନାଯୋଗ୍ୟ, କରୋନା ସଂକ୍ରମଣ ପରେ ହାଇକୋର୍ଟ କଟକଣା ମଧ୍ୟରେ ଚାଲି ଆସୁଛି। ଭର୍ଚୁଆଲ୍ରେ ବିଭିନ୍ନ ମାମଲାର ଶୁଣାଣି କରାଯାଉଛି। ଆଇନଜୀବୀମାନେ ଘରୁ ରହି ମାମଲା ପରିଚାଳନା କରୁଛନ୍ତି।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ
ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…
ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ
ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…
ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ
ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା
ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…
କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ
ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…
ଦାଦନ ଶ୍ରମିକଙ୍କ ମରଶରୀର ଗାଁକୁ ଆଣିବାକୁ ଉଦ୍ୟମ: ସହାୟତା ମଞ୍ଜୁର
ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଆଡ଼ିବଙ୍ଗା ଗ୍ରାମର ସନ୍ତୋଷ ମଲ୍ଲିକ (୪୬)ଙ୍କ ହଠାତ୍…

