ମଞ୍ଚରେ ପଡ଼ିଥିଲା ତ୍ରିରଙ୍ଗା, ଏମିତି କିଛି କରି ଦେଶବାସୀଙ୍କ ହୃଦୟ ଜିତିଲେ ମୋଦି, ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,ଜୋହାନ୍ସବର୍ଗ,୨୩ା୮: ଚାଇନା, ଦକ୍ଷିଣ ଆଫ୍ରିକା ଏବଂ ବ୍ରାଜିଲରୁ ଆସିଥିବା ପ୍ରତିପକ୍ଷଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଜୋହାନ୍ସବର୍ଗରେ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେଇଛନ୍ତି। ବ୍ରିକ୍ସକୁ କିପରି ବିସ୍ତାର କରାଯିବ ସେନେଇ ଏହି ଦେଶମାନଙ୍କ ମଧ୍ୟରେ ଆଲୋଚନା କରିଛନ୍ତି। ଏଥି ସହ ମୋଦି ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସାଙ୍କୁ ମଧ୍ୟ ଭେଟିଛନ୍ତି।

ଯେତେବେଳେ ଏହି ବିଶ୍ୱସ୍ତରୀୟ ସମ୍ମିଳନୀରେ ନେତାମାନଙ୍କୁ ଭେଟିଥିଲେ ସେତେବେଳେ ଫଟୋ ସେସନ ଆରମ୍ଭ ହୋଇଥିଲା। ଏହିପରି ଏକ ଫଟୋ ସେସନରେ ନେବାକୁ ମୋଦି ଏବଂ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ମଞ୍ଚ ଉପରକୁ ଚଢ଼ିଥିଲେ। ଏହି ସମୟରେ ହଠାତ୍‌ ମୋଦି ଅଟକି ଯାଇଥିଲେ।

କାରଣ ମଞ୍ଚରେ ଭାରତର ଜାତୀୟ ପତାକା ତ୍ରିରଙ୍ଗା ମଞ୍ଚ ଉପରେ ପଡ଼ିଥିବାର ଦେଖିଥିଲେ। ମୋଦି ପତାକା ଦେଖିବା ମାତ୍ରେ ପତାକା ଉଠାଇ ସେ ନିଜ କୋର୍ଟ ପକେଟରେ ରଖିଥିଲେ। ଏହାର ଭିଡିଓ ଏବେ ଭାଇରାଲ ହେଉଛି। ବିଦେଶରେ ମୋଦିଙ୍କ ଏପରି କାର୍ଯ୍ୟ ଦେଖି ଭାରତୀୟମାନେ ନିଜକୁ ଗର୍ବିତ ମନେ କରିଛନ୍ତି। ମୋଦିଙ୍କ ଏପରି କାର୍ଯ୍ୟ ଦେଶବାସୀଙ୍କ ହୃଦୟ ଜିଣିନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ…

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri