ପୁରୁଷୋତ୍ତମପୁରର ବିଭିନ୍ନ ସ୍ଥାନରେ ଉଡିଲା ତ୍ରିରଙ୍ଗା

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ) ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ପୂଜାପ୍ରିୟଦର୍ଶନୀ ପତି ପତାକା ଉତ୍ତୋଳନ କରିଥିଲେ। ଏସଡିପିଓ ଅଫିସରେ ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନାରେ ଆଇଆଇସି ପ୍ରିୟସରଞ୍ଜନ ଛୋଟରାୟ, ପ୍ରେସ କ୍ଲବ୍‌ରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଏ.ରାଜ ଗୋପାଳ ରାଓ, ହିନ୍ଦୀ ପ୍ରଚାରସଭାରେ ବରିଷ୍ଠ ନାଗରିକ ସଂଘର ସମ୍ପାଦକ ପ୍ରଫୁଲ୍ଲ କୁମାର ରଥ, ଏନ୍‌ଏସିରେ ଉପାଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ପଣ୍ଡା, ବ୍ଲକ୍‌ରେ ବିଡିଓ ବିଜୟ କୁମାର ବେହେରା, ତହସିଲରେ ଅତିରିକ୍ତ ତହସିଲଦାର ସୁନୀଲ କୁମାର ଟୁଡୁ ଏବଂ ବିଦ୍ୟୁତ୍‌ ବିଭାଗରେ ଏହାର କନିଷ୍ଠ ଯନ୍ତ୍ରୀ ମହମ୍ମଦ ରଜିଉଲ୍ଲା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହାସହ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସ୍କୁଲଗୁଡିକରେ ମହାସମାରୋହରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ଓଡ଼ିଶା ପୋଲିସର ଫ୍ଲାଗ ମାର୍ଚ୍ଚ

କୋରାପୁଟ,୧୧।୨(ସ୍ବ.ପ୍ର.): କୋଟିଆରେ ଓଡ଼ିଶା ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଛି। କୋଟିଆବାସୀଙ୍କ ମନୋବଳ ସୁଦୃଢ଼ କରିବା ପାଇଁ ଓ ଆନ୍ଧ୍ରପ୍ରଦେଶର ଅବାଧ ପ୍ରବେଶ ଉପରେ ରୋକ...

‘ମୋ ସରକାର’କୁ ମାନୁନାହାନ୍ତି

ଢେଙ୍କାନାଳ ଅଫିସ, ୨୦।୩:‘ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ଗଣତନ୍ତ୍ରରେ ପ୍ରତିଟି ଅନୁଷ୍ଠାନ ଲୋକଙ୍କ କଲ୍ୟାଣ ପାଇଁ, ଲୋକଙ୍କ ପଇସାରେ ଲୋକଙ୍କ ସେବା ଏବଂ ସଶକ୍ତୀକରଣ ପାଇଁ...

ସୁପ୍ରିମକୋର୍ଟଙ୍କ ରାୟ ନେଇ ଶଙ୍କରାଚାର୍ଯ୍ୟଙ୍କ ଉଦ୍‌ବେଗ: ‘ରଥଯାତ୍ରା ବନ୍ଦ ପାଇଁ ଏହା ସୁଚିନ୍ତିତ ଯୋଜନା’

ପୁରୀ ଅଫିସ, ୨୧।୬: ଚଳିତ ବର୍ଷ ବଡ଼ଦାଣ୍ଡରେ ଗଡ଼ି ପାରିବନି ମହାପ୍ରଭୁଙ୍କ ରଥ। ମହାମାରୀ କରୋନା ସଂକ୍ରମଣକୁ ନେଇ ରଥଯାତ୍ରା ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ...

କେନ୍ଦୁଝର ଆସିବେ ରାଜ୍ୟପାଳ

କେନ୍ଦୁଝର,୧୫ା୧୦(ସ୍ବ.ପ୍ର.): ଆସନ୍ତା ୧୭ରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ କେନ୍ଦୁଝର ଗସ୍ତରେ ଆସିବେ। ସେ ପୂର୍ବାହ୍ନ ୧୧.୫୦ରେ ପହଞ୍ଚି ଦିମ୍ବୋ ଗ୍ରାମରେ ଥିବା ଜନମଙ୍ଗଳ ସରକାରୀ...

ବକେୟା ୨ ହଜାର ଟଙ୍କା ନ ଦେବାରୁ ଠିକାଦାରଙ୍କୁ ହତ୍ୟା

କବିସୂର୍ଯ୍ୟନଗର,୧୬ା୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଧୀନ ଏ. ବରିଡ଼ା ଗାଁ ଦାଣ୍ଡରେ ଶୁକ୍ରବାର ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଠିକାଦାର ବକେୟା...

ଗୋଷ୍ଠୀ ସଂଘର୍ଷରୁ ଯୁବ ଇଞ୍ଜିନିୟରଙ୍କୁ ହତ୍ୟା

ନୟାଗଡ଼ ଅଫିସ,୧୪।୪:  ନୟାଗଡ଼ ସହରରେ ଦଣ୍ଡପବର୍ର୍ ବୁଧବାର ରାତିରେ ଶୋଭାଯାତ୍ରା ଚାଲିଥିବା ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏହି ଘଟଣାରେ ନୟାଗଡ଼ ଟାଉନ ଥାନା ଅଧୀନ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର

ଆର.ଉଦୟଗିରି,୧୦।୧(ଡି.ଏନ.ଏ.): ମୋହନା ଥାନା ଅଞ୍ଚଳର ଜଣେ ୧୩ ବର୍ଷୀୟ ନାବାଳିକା ଗର୍ଭବତୀ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ନାବାଳିକା ଜଣକ ଘରେ ଏକୁଟିଆ ରହୁଥିବାର...

୨୬ରେ ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ: ଫୋକସ ମିଶନ ଶକ୍ତି

ଛତ୍ରପୁର,୨୩।୩(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ଗଞ୍ଜାମ ଜ଼ିଲା ଗସ୍ତରେ ଆସିବା ନେଇ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି। ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ...

Advertisement
Archives

Model This Week