କେନ୍ଦୁଝରରେ ଉଡ଼ିଲା ତ୍ରିରଙ୍ଗା

କେନ୍ଦୁଝର,୨୬ା୧(ସ୍ବ.ପ୍ର.): କେନ୍ଦୁଝରରେ ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ କେନ୍ଦୁଝର ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରାଜସ୍ବମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗଦେଇ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ କୋଭିଡ୍‌ ଯୋଦ୍ଧା, ପୋଲିସ ବାହିନୀ ଓ ଗଣ୍ୟମାନ୍ୟ ଅତିଥି ଯୋଗ ଦେଇଥିଲେ। ଜିଲା ମୁଖ୍ୟାଳୟରେ ଥିବା ବିଭିନ୍ନ ସରକାରୀ ଓ ଘରୋଇ ଅଫିସରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା। ଜିଲାପାଳ ଆଶିଷ ଠାକରେ, ଏସ୍‌ପି ମିତ୍ରଭାନୁ ମହାପାତ୍ର, ସୂଚନା ଓ ଲୋକ ସମ୍ପର୍କ ଉପନିର୍ଦ୍ଦେଶକ ସଞ୍ଜୀବ ବାରିକଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୪୦ ଲିଟର ରନ୍ଧା ମଦ ଜବତ: ବନ୍ଧାହେଲେ ୨ ଅଭିଯୁକ୍ତ

ଭଦ୍ରକ ଅଫିସ, ୧୯।୩: ଭଦ୍ରକ ଅବକାରୀ ଉପଅଧୀକ୍ଷକ ଅନୀତା ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ସନ୍ତୋଷ କୁମାର ବଳଙ୍କ ନେତୃତ୍ୱରେ ଏକ ଟିମ୍‌...

ରାସ୍ତା ତିଆରି କଲେ ଗ୍ରାମବାସୀ

ଭଣ୍ଡାରିପୋଖରୀ, ୮।୩(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ କୁରିଗଁା ପଞ୍ଚାୟତ ଅଧୀନ ୧୨ ନଂ. ୱାର୍ଡ ସୁନିଗ୍ରାମ ରାସ୍ତା ଅବସ୍ଥା ଶୋଚନୀୟ। ୧୦ ବର୍ଷ ତଳେ ଏହି ରାସ୍ତାରେ ମୋରମ...

‘ନନ୍ଦିନୀ ଥିଲେ ସାଲିସବିହୀନ ନେତ୍ରୀ’

ଢେଙ୍କାନାଳ ଅଫିସ, ୧୦।୬ – ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ସମାରୋହ ଢେଙ୍କାନାଳ ଜୟଗୋପାଳ ସାହିସ୍ଥିତ...

ସମ୍ବର ମାଂସ ଭାଗ କଲା ବେଳେ ଧରାପଡ଼ିଲେ ଶିକାରୀ

ଉଦଳା,୧୩।୨: ମୟୂରଭଞ୍ଜ ଜିଲା ଉଦଳା ବନ ବିଭାଗ ବନାଞ୍ଚଳ ଅଧୀନ ଅଙ୍ଗାରପଡ଼ା ଗ୍ରାମରେ ଚଢ଼ାଉ କରି ସମ୍ବର ମାଂସ ଜବତ କରିଛି। ଏପରି କି ଅଧିକାରୀମାନେ...

କ୍ଷତିପୂରଣ ସହାୟତା ଦାବି କଲେ ଚାଷୀ

ବରଗଡ଼ ଅଫିସ୍‌,୭।୫: ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ରେଶମ ପଞ୍ଚାୟତର ରେଶମ, ସିଂହେନପାଲି, ପ୍ରଧାନପାଲି, ଇଛାପଦର ଆଦି ଗ୍ରାମରେ ଗତ ଏପ୍ରିଲ ୭ତାରିଖ ଏବଂ...

କୋଇଲା ଚୋରଙ୍କ ଢେଲା ମାଡ଼ରେ ଥାନା ଅଧିକାରୀ ଆହତ

ଭଦ୍ରକ,୧୮।୫: ଭଦ୍ରକ ଚାନ୍ଦବାଲି ରାସ୍ତାର ମତୋ ସରକାରୀ ଡାକ୍ତରଖାନା ପାଖରେ ବୁଧବାର ବିଳମ୍ବିତ ରାତିରେ ଏକ କୋଇଲା ବୋଝେଇ ପିକ୍‌ପ ଗାଡି ରାସ୍ତା କଡକୁ ଗଡ଼ି...

ନିର୍ବନ୍ଧ ସାରି ଫେରୁଥିଲେ, ଓଲଟିଲା ଗାଡ଼ି, ୩ ଗୁରୁତର

ସୋରଡ଼ା,୨୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଦାରିଙ୍ଗବାଡ଼ି ଜାତୀୟ ରାଜପଥ ଗାଜଲବଡ଼ି ନିକଟ ଭୂତପଙ୍କାଳ ରାସ୍ତାରେ ବୁଧବାର ଅପରାହ୍ନରେ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ...

ନନ୍ଦ ସାର୍‌ଙ୍କ ଜୀବନୀ ଉପରେ ଚଳଚ୍ଚିତ୍ର

ଯାଜପୁର ଅଫିସ,୩୧।୧୦: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା ଗ୍ରାମର ଚାଟଶାଳୀ ଶିକ୍ଷକ ତଥା ପଦ୍ମଶ୍ରୀ ନନ୍ଦ ପୃଷ୍ଟିଙ୍କ ଜୀବନୀ ଉପରେ ତିଆରି ହେଉଛି...

Advertisement
Archives

Model This Week