ଭୋଟ୍‌ ବର୍ଜନ କରିବେ ଆଦିବାସୀ ସମ୍ପ୍ରଦାୟ

କେନ୍ଦୁଝର,୨୦ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ହାଟଡିହି ବ୍ଲକ ଅନ୍ତର୍ଗତ ଜଙ୍ଗଲ ମଧ୍ୟରେ ଥିବା କଅଁଳେଇ ବାଲିପାଳ ପଞ୍ଚାୟତର ପୁରାତନ ବସତି କଅଁଳେଇ ବାଲିପାଳ ଗ୍ରାମବାସୀ ଜଙ୍ଗଲ ଅଧିକାର ଆଇନ ଅନୁଯାୟୀ,ବ୍ୟକ୍ତିଗତ ଗୋଷ୍ଠୀଗତ ଅଧିକାର ସହ ତାଙ୍କ ଗ୍ରାମ ଜଙ୍ଗଲ କିସମ ମଧ୍ୟରେ ଥିବାରୁ ରାଜସ୍ବ ଗ୍ରାମରେ ପରିଣତ କରାଯାଉ ନ ଥିବାରୁ ଦ୍ୱିତୀୟ ଥର ଭୋଟ୍‌ବର୍ଜନ ପାଇଁ ଜିଲାପାଳଙ୍କୁ ଜନଶୁଣାଣିରେ ଦେଖା କରି ଲିଖିତ ଅଭିଯୋଗ କରିଛନ୍ତି। ଏଥି ସହିତ ରାସ୍ତା ଆଲୋକ ପିଇବା ପାଣି ସହ ସର୍ବନିମ୍ନ ସୁବିଧା ଆଜି ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ କରାଯାଇ ନ ଥିବାରୁ ଅଭିଯୋଗ ଦାଖଲ କରିଥିଲେ।

ସୂଚନାଯୋଗ୍ୟ, କନଲେଇ ବାଳିପାଲ ପଞ୍ଚାୟତର ୫ଟି ପୁରୁଣା ବସତିକୁ ଜଙ୍ଗଲ ଅଧିକାର ଆଇନ ଅନୁଯାୟୀ ରାଜସ୍ବ ଗ୍ରାମରେ ପରିଣତ ପାଇଁ ଦୀର୍ଘ ୩ ବର୍ଷରୁ ଅଧିକ ହେବ ଲିଖିତ ଅଭିଯୋଗ ସବୁ ବିଭାଗକୁ ଜଣାଇଛନ୍ତି। ଏପରିକି ମହାମହିମ ରାଷ୍ଟ୍ରପତିଙ୍କୁ ଲିଖିତ ଭାବେ ଜଣାଇବା ପରେ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଓଡ଼ିଶା ମୁଖ୍ୟ ସଚିବଙ୍କୁ ପଦକ୍ଷେପ ଗ୍ରହଣ ପାଇଁ ଚିଠି ଆସିଛି।
ତେବେ ଅଦ୍ୟାବଧି ସେମାନଙ୍କୁ ନ୍ୟାୟ ମିଳୁ ନାହିଁ କିମ୍ବା ଦାବି ପୂରଣ ହେଉନାହିଁ। ପୂର୍ବ ବର୍ଷ ଭଳି ସେମାନେ ଭୋଟ୍‌ ବର୍ଜନ କରିବାକୁ ବାଧ୍ୟ ହେବେ ବୋଲି ବୁଦ୍ଧିରାମ ପୂର୍ତ୍ତି, ପ୍ରଫୁଲ୍ଲ ନାୟକ, ସୁନାରାମ ପୂର୍ତ୍ତି, ରୀତା ହୋ, ସୀଙ୍ଗରାୟଙ୍କ ପୂର୍ତ୍ତି ସମେତ ଲିଖିତ ଜିଲାପାଳଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍‌ ରୁଜୁ କରିନି ପୋଲିସ

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

ଲାଇଭ୍‌ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video

ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍‌ କମ୍‌ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଛନ୍ତି। ସେ ଏବେ ବଲିଉଡ୍‌ର…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା, ଟଙ୍କା…

ଭୁବନେଶ୍ୱର,୨୧।୨: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri