ମାଲକାନଗିରିରେ ଉଡ଼ିଲା ତ୍ରିରଙ୍ଗା

ମାଲକାନଗିରି,୧୫ା୮: ମାଲକାନଗିରି ଜିଲା ସଦରମହକୁମା ଡିଏନ୍‌କେ ଖେଳପଡ଼ିଆରେ ଜିଲାସ୍ତରୀୟ ୭୪ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପଞ୍ଚାୟତିରାଜ, ପାନୀୟ ଜଳ, ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବର୍ତ୍ତମାନ କରୋନା ମହାମାରୀ ବ୍ୟାପିଥିବାରୁ କେବଳ ୧୦ ଜଣ ଅଧିକାରୀଙ୍କ ଉପସ୍ଥିତିରେ ଏହି ସ୍ବାଧୀନତା ଦିବସ ପାଳନ କରାଯାଇଛି। ଆଜି ସକାଳେ ୯ ଘଟିକା ସମୟରେ ମନ୍ତ୍ରୀ ପତାକା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଏସ୍‌ପି ହୃଷୀକେଶ ଡି.ଖିଲାରୀ, ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନଙ୍କ ସହ ଜିଲାସ୍ତରୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ କୌଣସି ବିଦ୍ୟାଳୟର ଛାତ୍ରୀଛାତ୍ର କିମ୍ବା ଜନସାଧାରଣଙ୍କୁ ଖେଳପଡ଼ିଆରେ ପ୍ରବେଶ ନିଷେଧ କରାଯାଇଥିଲା। କେବଳ ପୋଲିସ ବାହିନୀ ପକ୍ଷରୁ ପରେଡ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ,୨୯l୬(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି…

ଧାନ ମଣ୍ଡି ନିକଟରୁ ମିଳିଲା ରକ୍ତାକ୍ତ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୨୯ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଡାଲଗୁମା ଗ୍ରାମ ଧାନ ମଣ୍ଡି ନିକଟରୁ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଜବତ କରିଛି।…

ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ…

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri