ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡଃ ସୁନୀଲ କୁମାର ପାତ୍ରଙ୍କ ନେତୃତ୍ୱରେ +୨ କଳା ପ୍ରଥମ ଓ ଦିତୀୟ ବର୍ଷର ପ୍ରାୟ ୧୨୦୦ ଛାତ୍ରୀଛାତ୍ରଙ୍କୁ ହାତରେ ତ୍ରିରଙ୍ଗା ପତାକା ଓ ପୋଷ୍ଟର ଧରାଇ ସ୍ଥାନୀୟ ବିଦ୍ୟାଳୟରୁ ତୁମୁଡ଼ିବନ୍ଧ ବଜାରକୁ ପ୍ରାୟ ୩ କିମି ପର୍ଯ୍ୟନ୍ତ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ପଦଯାତ୍ରାରେ ବାହାରି ତ୍ରିରଙ୍ଗା ଆମର ଗର୍ବ ଗୌରବ ବୋଲି ଦେଶାତ୍ମବୋଧକ ନାରା ଦେଇଥିଲେ ଏବଂ ଦେଶପ୍ରମର ବାର୍ତ୍ତା ଜାଗ୍ରତ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଡଃ ସତ୍ୟ ରଞ୍ଜନ ପାଣିଗ୍ରାହୀ, ଦୁଃଖୀ ଶ୍ୟାମ ମହାରଣା, ଅଧ୍ୟାପିକା ଡଃ ମଞ୍ଜୁଳା ମହାପାତ୍ର, ଡଃ ବନିତା ପଟ୍ଟନାୟକ, ପଦ୍ମାବତୀ ସାହୁ, ସୁନିତା ସାହୁ, ସଂଗୀତା ବଳିଆରସିଂ, ରାଜଲଷ୍ମୀ ବଡ଼ ସେଠ, ଚାନ୍ଦିନୀ ମଝିଆ ସେଠ, କୈଳାସ ଦୀପ, ଅନସ୍ମିତା ମହାନ୍ତି ଓ ସମସ୍ତ ଅଣ ଶିକ୍ଷକ କର୍ମଚାରୀମାନେ ଉପସ୍ଥିତ ଥିଲେ। ତୁମୁଡ଼ିବନ୍ଧ ଅଞ୍ଚଳରେ ଚଳିତ ବର୍ଷର ପ୍ରଥମ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ହୋଇଥିବାରୁ ବିଭିନ୍ନ ମହଲରୁ ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri