ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ଏକ ଟ୍ରକ୍ ଶୁକ୍ରବାର ଜଳିଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରଛନ୍ତି। ମାତ୍ର ଏଯାବତ୍ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ଏକ ଟ୍ରକ୍ ଶୁକ୍ରବାର ଜଳିଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରଛନ୍ତି। ମାତ୍ର ଏଯାବତ୍ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।
ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…
ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…
କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…
ବାଗଦାଦ୍,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍(ଆଇଆରଜିସି)ର…
ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…
ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…
ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…
ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…