ଏନ୍‌ଏଚ୍‌ରେ ଜଳିଗଲା ଟ୍ରକ୍‌

କେନ୍ଦୁଝର,୭ା୮(ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହର ରାଜବାଟୀ ନିକଟରେ ଏନ୍‌ଏଚ୍‌ ୨୦ରେ ଏକ ଟ୍ରକର ଇଞ୍ଜିନ୍‌ରେ ହଠାତ୍‌ ନିଆଁ ଲାଗିଯିବାରୁ ଏହା ଜଳିଯାଇଥିବା ଜଣାପଡ଼ିଛି। ଶୁକ୍ରବାର ମଧ୍ୟରାତ୍ରିରେ ଏହି ଅଘଟଣ ଘଟିଥିଲା। ଜଳିଯାଇଥିବା ଟ୍ରକ ନମ୍ବର ହେଉଛି ଓଡି-୦୯ ଜେ/୫୩୫୨। ଖବର ପାଇ ଦମକଳବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏଥିରେ କେହି ମୃତାହତ ହୋଇ ନ ଥିଲେ ହେଁ ନିଆଁ ଲାଗିବାର ସଠିକ୍‌ କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri