ଅଟକାଇବାରୁ ଦଳିଦେଲା ଟ୍ରକ

ଚଣ୍ଡିଖୋଲ,୮ା୧୦(ଡି.ଏନ.ଏ.): ବଡ଼ଚଣା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ଛକଠାରେ ଶୁକ୍ରବାର ରାତିରେ ଟ୍ରକ୍‌ ମାଡ଼ିଯିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବାରିପଦା ଅଞ୍ଚଳର ସଞ୍ଜୟ କୁମାର ଖିଲାର।
ସୂଚନାନୁସାରେ, ସଞ୍ଜୟ ଓ ତାଙ୍କ ସ୍ତ୍ରୀ ଏକ କାର୍‌ ଯୋଗେ କଟକରୁ ବାରିପଦା ଅଭିମୁଖେ ଯାଉଥିଲେ। ଛତିଆ ନିକଟରେ ତାଙ୍କ କାର୍‌କୁ ଏକ ଟ୍ରକ୍‌ ସାଇଡ୍‌ ମାରିଥିଲା। ଫଳରେ ସଞ୍ଜୟ ଆସି ଚଣ୍ଡିଖୋଲ ଟ୍ରାଫିକ୍‌ ଛକଠାରେ କାର୍‌ ରଖି ଟ୍ରକ୍‌କୁ ଅପେକ୍ଷା କରିଥିଲେ। ଟ୍ରକ୍‌ଟି ଆସିବାରୁ ସେ ଅଟକାଇବା ପାଇଁ ଆଗକୁ ଚାଲି ଯାଇଥିଲେ। ଏହି ସମୟରେ ଟ୍ରକ୍‌ଟି ଅଟକିବା ପରିବର୍ତ୍ତେ ତାଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ସଞ୍ଜୟଙ୍କ ମୃତ୍ୟୁ ଘଟିଥିଲା। ଚଣ୍ଡିଖୋଲ ଫାଣ୍ଡି
ପୋଲିସ ଟ୍ରକ୍‌କୁ ଜାରକା ନିକଟରୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri