ଚା’ ଦୋକାନ ଭିତରକୁ ପଶିଗଲା ଟ୍ରକ୍‌

ପାଟଣା,୧୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଚେମେଣା ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚା’ ଦୋକାନ ଭିତରକୁ ପଶିଯାଇ ଥିବା ବେଳେ ଅଳ୍ପକେ ଦୋକାନୀ ବର୍ତ୍ତି ଯାଇଛନ୍ତି।
ସୂଚନାଯୋଗ୍ୟ, ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ଏକ ଟ୍ରକ୍‌କୁ ପଛରୁ ଆଉ ଏକ ଟ୍ରକ୍‌ ଧକ୍କା ଦେବାରୁ ଟ୍ରକ୍‌ଟି ରାସ୍ତାରେ ଥିବା ଏକ ଚା’ ଦୋକାନ ଭିତରକୁ ପଶି ଯାଇଥିଲା। ଦୁର୍ଘଟଣାରେ ଚା’ ଦୋକାନୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡି ୨ଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?