ହଠାତ୍‌ ଫାଟିଲା ଚକ, ପୋଲ ତଳକୁ ଖସିପଡିଲା ଟ୍ରକ୍‌; ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବଲାଙ୍ଗୀର,୨୬।୫ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପଦ୍ମପୁର-ପାଟଣାଗଡ ରାସ୍ତା ଜୁରିଆ ବ୍ରିଜ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌ । ଦମକଳବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ଟ୍ରକ୍‌ ତଳେ ଚାପି ହୋଇଯାଇଥିବା ହେଲପରକୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପାଟଣାଗଡ ସରକାରୀ ଡାକ୍ତରଖାନାକୁ ପଠାଇଥିଲେ । ସୂଚନା ଯୋଗ୍ୟ ଏକ ଛଡ଼ ବୋଝେଇ ଟ୍ରକ୍‌ ପଦ୍ମପୁରରୁ ଖରିଆର ରୋଡ ଭୋର ୫ଟା ସମୟରେ ଯାଉଥିବା ବେଳେ ଜୁରିଆ ବ୍ରିଜ ଠାରେ ହଠାତ୍‌ ଚକ ଫାଟି ଯାଇଥିଲା । ଟ୍ରକ୍‌ର ଚକ ଫଟିଯିବା ଫଳରେ ଟ୍ରକ ଡ୍ରାଇଭର ଭାରସାମ୍ୟ ହରାଇ ବ୍ରିଜ୍‌ ବାଡ଼କୁ ଧକ୍କା ଦେଇଥିଲେ। ଫଳରେ ଟ୍ରକ୍‌ଟି ବ୍ରିଜ୍‌ ତଳକୁ ଖସି ପଡ଼ିଥିଲା। ଟ୍ରକ୍‌ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ହେଲପର ଟ୍ରକ୍‌ ତଳେ ଚାପି ହୋଇଯାଇଥିଲେ l ପାଟଣାଗଡ ଅଗ୍ନିଶମ ବିଭାଗ ପହଞ୍ଚି ଗୁରୁତର ଅବସ୍ଥାରେ ହେଲପରଙ୍କୁ ଚାପି ହୋଇଯାଇଥିବା ଟ୍ରକ୍‌ ତକୁ ଉଦ୍ଧାରକାରୀ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ପଠାଇଥିବା ଜଣାପଡିଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri