ବ୍ରିଜ ତଳକୁ ଖସିଲା ଟ୍ରକ୍‌, ହେଲପର ଗୁରୁତର

ମାଧପୁର,୫।୪(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର କନ୍ଧପଡ଼ା ବ୍ରିଜରେ ସୋମବାର ସକାଳେ ଏକ ୧୦ ଚକିଆ ଟ୍ରକ ବ୍ରିଜ ତଳକୁ ଖସିପଡ଼ିଥିବା ଜଣାପଡ଼ିଛି। ଫଳରେ ଟ୍ରକର ହେଲପର ଗୁରୁତର ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ ଟ୍ରକଟି ଆଠମଲ୍ଲିକ ଅଞ୍ଚଳରୁ କିଆକଟା ଅଭିମୁଖେ ଯାଉଥିବା ସମୟରେ କୌଣସି କାରଣରୁ ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଖସିପଡ଼ିଥିଲା। ଡ୍ରାଇଭର ଅତ୍ୟଧିକ ମଦ୍ୟପାନ କରିଥିବା ହେତୁ ଏପରି ଘଟିଥିବା ଅନୁମାନ କରାଯାଉଛି। ଖବର ଲେଖା ହେବା ବେଳକୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏବେଠୁ ଚଳଚଞ୍ଚଳ ସାବିତ୍ରୀଆଡ଼ି

ବନ୍ତ, ୧।୬ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତ ତୋଟାସାହିରେ ଥିବା ସାବିତ୍ରୀଆଡ଼ି ପୀଠ ଚଳଚଞ୍ଚଳ ହୋଇଉଠିଛି। ଆଉ ୨ ଦିନ...

ପୋଲିସ ମାନୁନି କଟକଣା, ଜନସାଧାରଣଙ୍କୁ ଜରିମାନା

ସମ୍ବଲପୁର, ୧୧।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। ଏହାକୁ ମୁକାବିଲା ପାଇଁ ସରକାର ନୂଆ ଗାଇଡ୍‌ଲାଇନ କରିଛନ୍ତି। ୧୪ ଦିନିଆ ମାସ୍କ ପିନ୍ଧା ଅଭିଯାନ...

ଆଲୋକମାଳାରେ ଝଲସୁଛି ବଇଣ୍ଡା ପୂଜା ମଣ୍ଡପ

ବଇଣ୍ଡା,୬ା୧୦(ଡି.ଏନ.ଏ)-କିଶୋରନଗର ବ୍ଲକ ବଇଣ୍ଡା ହାଇସ୍କୁଲ ରୋଡ ଓ ଡେବେରାପାଲି ଗ୍ରାମରେ ଶନିବାରଠାରୁ ଦୁର୍ଗାପୂଜା ଆରମ୍ଭ ହୋଇଛି। ଏଥିପାଇଁ ଗାଁ ଦାଣ୍ଡ ଉତ୍ସବ ମୁଖର ହୋଇପଡ଼ିଛି। ଶୁକ୍ରବାର...

ମନଲୋଭା କେନ୍ଦୁଝରର ବଡ଼ି

କେନ୍ଦୁଝର, ୨୫ା୭(ଦୀପକ ମିଶ୍ର): କେନ୍ଦୁଝରର ଓଡ଼ିଶା ପ୍ରସିଦ୍ଧ ବଡ଼ି କଥା କିଏ ନ ଜାଣେ। ଏହି ବଡିକୁ ନେଇ ଆଦର ବଢୁଥିଲେ ମଧ୍ୟ ସେପରି ଭାବେ...

୧୫ ଜଣଙ୍କୁ କାରଣଦର୍ଶାଅ ନୋଟିସ: ନିର୍ବାଚନ କାର୍ଯ୍ୟରେ ଯୋଗଦେଇନାହାନ୍ତି ସରକାରୀ କର୍ମଚାରୀ

ଛତ୍ରପୁର,୧୭।୨(ଡି.ଏନ.ଏ): ନିର୍ବାଚନ କାର୍ଯ୍ୟ ଏକ ସାମ୍ବିଧାନିକ କାର୍ଯ୍ୟ। ଏହି କାର୍ଯ୍ୟ ସମ୍ପାଦନ ସକାଶେ ନିର୍ଦ୍ଦେଶ ପାଇଥିବା ପ୍ରତ୍ୟେକ ସରକାରୀ କର୍ମଚାରୀ ଏଥିରେ ସହଯୋଗ କରିବା ଆବଶ୍ୟକ।...

ଆତ୍ମସାତ କରି ଦେବାକୁ ବସିଥିଲେ ୫୦୦କ୍ୱିଣ୍ଟାଲ ପିଡିଏସ୍‌ ଚାଉଳ: ପହଞ୍ଚିଗଲା ଯୋଗାଣ ବିଭାଗ

କେସିଙ୍ଗା,୯।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚେରସ୍ଥିତ ଏକ ସମତା ଇଣ୍ଡଷ୍ଟ୍ରିରୁ ଚୋରା ପିଡିଏସ୍‌ ଚାଉଳ ଜବତ ହୋଇଛି। ଶନିବାର ରାତିରେ ଚାଉଳ ଅନ୍‌ଲୋଡ ସମୟରେ...

୧୫,୮୨୭ ମାମଲା ଫଇସଲା

କଟକ ଅଫିସ, ୧୪।୫: ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ (ଓଏସ୍‌ଏଲ୍‌ଏସ୍‌ଏ) ପକ୍ଷରୁ ରାଜ୍ୟର ପ୍ରତ୍ୟେକ ଜିଲା ଏବଂ ତାଲୁକ୍‌ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଦ୍ୱିତୀୟ...

ଉତ୍କଳ ଆଲୁମିନା ଚାରିପଟ ଗ୍ରାମକୁ ସ୍ଥାନାନ୍ତର ଦାବି

ରାୟଗଡ଼ା ଅଫିସ, ୨୯।୯: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ରାୟଗଡ଼ା ଜିଲା ଟିକିରିସ୍ଥିତ ଉତ୍କଳ ଆଲୁମିନା ଚାରିପଟେ ଥିବା ଗ୍ରାମବାସୀଙ୍କୁ ନେଇ ମଙ୍ଗଳବାର ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ...

Advertisement
Archives

Model This Week