ମଝିଘରିଆଣୀ ଦର୍ଶନ ସାରି ଫେରୁଥିଲେ: ଅଟୋକୁ ପିଟିଲା ଟ୍ରକ, ଚାଲିଗଲା ୫ ଜୀବନ

ରାୟଗଡ଼ା ଅଫିସ,୨୨ା୨: ଆନ୍ଧ୍ର-ଓଡ଼ିଶା ସୀମାନ୍ତ କେରେଡ଼ାଠାରୁ ୪ କିମି ଦୂରରେ ଟ୍ରକ୍‌ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ଅଛନ୍ତି। ଅଟୋରେ ମୋଟ୍‌ ୮ ଯାତ୍ରୀ ଥିଲେ। ସମସ୍ତ ଗୁରୁତରଙ୍କୁ ପାର୍ବତୀପୁର ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା।

ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀ ମନ୍ଦିର ଦର୍ଶନ ସାରି ନିଜ ଗାଁ ବାଙ୍ଗାରମମାକୁ ଅଟୋ ସାହାଯ୍ୟରେ ଫେରୁଥିଲେ। ଅଟୋରେ ଥିବା ସମସ୍ତ ୮ ଜଣ ଯାକ ଆନ୍ଧ୍ରର କୋମରଡ଼ା ବ୍ଲକର ବାଙ୍ଗାରମମା ଗ୍ରାମର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri