ଟ୍ରକ୍‌କୁ ପଛରୁ ଧକ୍କା ଦେଲା ଟ୍ରକ୍‌, ଚାଳକଙ୍କ ଜୀବନ ଗଲା

ଛତ୍ରପୁର,୨୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ସୀତା ନଗର ନିକଟ ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ଟ୍ରକକୁ ପଛପଟୁ ଆଉ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ବ୍ଲକ ରମ୍ଭା ଥାନା ଅଧୀନ ସନ୍ତୋଷପୁର ଗାଁର କେ ରାମଚନ୍ଦ୍ର ପାତ୍ର ।
ପ୍ରକାଶ ଯେ, ଛତ୍ରପୁର ଅଭିମୁଖେ ଯାଉଥିବା ଟ୍ରକ (ଟିଏସ୍‌ ୧୨ ୟୁବି-୦୫୦୬) କୁ ପଛ ପଟୁ ଆଉ ଏକ ଟ୍ରକ୍‌ (ଓଡି-୦୨ ଏଏଚ୍‌ ୩୬୫୫) ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ କେ ରାମଚନ୍ଦ୍ରଙ୍କର ମୃତ୍ୟୁ ଘଟିଛି। ଶୁକ୍ରବାର ଛତ୍ରପୁର ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। । ଏ ନେଇ ଚମାଖଣ୍ଡି ଥାନା ପୋଲିସ ଏକ ମାମଲା (ନଂ-୧୦୯/୨୦) ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ…

କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ

ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ…

ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର

ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l…

ମଲା କୁକୁଡ଼ା ମାଂସ ଖାଇ ୪ ମହିଳା ଗୁରୁତର

କଲ୍ୟାଣସିଂହପୁର, ୨୭।୨ (ଦୀପକ କୁମାର ପରିଡା ): ମଲା କୁକୁଡ଼ା ମାଂସ ଖାଇ ଗୋଟିଏ ପରିବାରର ୪ ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର…

ଶଗଡରେ ବିବାହ ପାଇଁ ଶାଶୁଘରକୁ ଆସିଲେ କନ୍ୟା: ରାତି ଅନିଦ୍ରା ହୋଇ ଶଗଡକୁ ସଜାଇଥିଲେ ବର

କବିସୂର୍ଯ୍ୟନଗର, ୨୮।୨(କୃପାସିନ୍ଧୁ ସ୍ବାଇଁ): ସମୟ ଥିଲା ବାହାଘର ପାଇଁ ଶଗଡ ବ୍ୟବହାର ହେଉଥିଲା। ଶଗଡରେ କନ୍ୟା ଆସୁଥିଲେ ବରଘରକୁ ଏବଂ ବାହାଘର ହେଉଥିଲା। ବାଲ୍ୟ ବିବାହ ସମୟରେ…

ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରି ଜବତ, ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି…

ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri