ତପ୍ତପାଣି ଘାଟିରେ ଓଲଟିଲା ପେପର ବୋଝେଇ ଟ୍ରକ୍‌

ପାଟପୁର,୨୯।୯(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ନିକଟ ପାଳୁଖୋଳା ଘାଟିରେ ମଙ୍ଗଳବାର ଭୋରୁ ଏକ ପେପର ବୋଝେଇ ଟ୍ରକ୍‌ (ଓଡି୧୮ଏ୭୨୯୨) ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି । ବ୍ରେକ୍‌ ଫେଲ ହେବାରୁ ଗାଡ଼ିଟି ଘାଟି ତଳକୁ ଓଲଟି ପଡିଥିବା ଜଣାପଡ଼ିଛି। ମଙ୍ଗଳବାର ଭୋରୁ ଉକ୍ତ ଟ୍ରକ ରାୟଗଡାରୁ କଟକ ଅଭିମୁଖେ ପେପର ନେଇ ଯାଉଥିବା ସମୟରେ ଘାଟିରେ ଗାଡିର ବ୍ରେକ ଫେଲ ହୋଇଯାଇଥିଲା। ଫଳରେ ଗାଡ଼ିଟି ଭାରସ୍ୟାମ ହରାଇ ଘାଟି ତଳକୁ ଓଲଟି ପଡିଥିଲା । ଖବରପାଇ ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଥିବା ଜଣା ପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri