ପୋଲିସ ଆଖିରେ ଧୂଳି ଦେଇ ଖସି ପଳାଉଥିଲା ଅଭିଯୁକ୍ତ: ଚଢିଗଲା ଟ୍ରକ

ରାୟଗଡା ଅଫିସ,୧୩।୭-ପୋଲିସ ଆଖିରେ ଧୂଳି ଦେଇ ଥାନା ସମ୍ମୁଖରୁ ଖସି ଯିବାକୁ ଜଣେ ଅଭିଯୁକ୍ତ ଚେଷ୍ଟା କରୁଥିବାବେଳେ ତାଙ୍କ ଉପରେ ଟ୍ରକ ଚଢିଯାଇଛି। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ସୋମବାର ରାୟଗଡା ଜିଲାରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।
ପ୍ରକାଶ ଯେ, ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଟିକିରି ଥାନା ଅଞ୍ଚଳର ସନ୍ତୋଷ ପଣ୍ଡୁଙ୍କୁ ଗିରଫ କରିଥିଲା। ସୋମବାର ତାଙ୍କୁ ରାୟଗଡା କୋର୍ଟଚାଲାଣ ପାଇଁ ଅଣାଯାଇଥିଲା। କୋର୍ଟକୁ ନେବା ପୂର୍ବରୁ ତାଙ୍କୁ ରାୟଗଡା ଥାନାରେ ରଖାଯାଇଥିଲା। ତେବେ ଥାନାରୁ ଗାଡିକୁ ନେବାବେଳେ ସନ୍ତୋଷ ଖସି ପଳାଇ ଥିଲେ। ରାସ୍ତାରେ ଦୌଡୁଥିବାବେଳେ ସମ୍ମୁଖରୁ ଆସୁଥିବା ଏକ ଟ୍ରକ ତାଙ୍କ ଉପରେ ଚଢି ଯାଇଥିଲା। ପୋଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ନେହେରୁଙ୍କ ପ୍ରତିମୂର୍ତ୍ତି, BJP-RSS କର୍ମୀଙ୍କ ଉପରେ ଆସିଲା ଗୁରୁତର ଅଭିଯୋଗ

ଗୁଆହାଟି,୨୬।୨: ଆସାମରେ ଖୁବଶୀଘ୍ର ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟରେ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି ଯାହା…

ଜନ୍ମମାଟିରେ ଶହୀଦ ଯବାନ ଲକ୍ଷ୍ମଣଙ୍କୁ ଶେଷ ବିଦାୟ

ମୋରଡ଼ା/ରାସଗୋବିନ୍ଦପୁର,୨୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା): ଜନ୍ମମାଟିରେ ଶହୀଦ ଓଡ଼ିଆ ଯବାନଙ୍କୁ ଦିଆଯାଇଛି ଶେଷ ବିଦାୟ। ‘ଅମର ରହେ ଯବାନ ଲକ୍ଷ୍ମଣ’ ସ୍ବରରେ କମ୍ପିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ…

ଦଶମ ବୋର୍ଡ ପରୀକ୍ଷା ବେଳେ ଛାତ୍ରୀଙ୍କୁ ସ୍କୁଲରେ ଆସିଲା ପ୍ରସବ ଯନ୍ତ୍ରଣା, ଶୌଚାଳୟରେ…

ଭୋପାଳ,୨୬ା୨: ମଧ୍ୟପ୍ରଦେଶ ଧାର ଜିଲାର ପିଥମପୁରରେ ମଙ୍ଗଳବାର ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି । ସେକ୍ଟର-୧ ଥାନା ଅଞ୍ଚଳର ବୋର୍ଡ ପରୀକ୍ଷା କେନ୍ଦ୍ରକୁ ଗଣିତ ପରୀକ୍ଷା…

ରେଳମନ୍ତ୍ରୀଙ୍କ ବଡ଼ ଘୋଷଣା: ଲଞ୍ଚ ହେଲା ନୂଆ ପୋର୍ଟାଲ, ଘରେ ବସି ମିଳିବ…

ନୂଆଦିଲ୍ଲୀ,୨୬।୨: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇରେ କ୍ଷତିପୂରଣ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ଦାବିଗୁଡ଼ିକର ଦ୍ରୁତ ଏବଂ ସ୍ବଚ୍ଛ ସମାଧାନ ସୁନିଶ୍ଚିତ କରିବା ପାଇଁ ରେଳବାଇ…

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟ-ରଶ୍ମିକା, ମଣ୍ଡପ ବାହାରେ ବଣ୍ଟାହେଲା ମିଠା

ଉଦୟପୁର,୨୬।୨: ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହି କପଲ ଉଦୟପୁରରେ ଦକ୍ଷିଣ ଭାରତୀୟ ରୀତିନୀତି ଅନୁସାରେ ସାତ ଜନ୍ମର…

ବିବାଦ ପରେ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରୁ ହଟିଲା ବିବାଦୀୟ ଅଧ୍ୟାୟ

ନୂଆଦିଲ୍ଲୀ,୨୬।୨: ଜାତୀୟ ଶୈକ୍ଷିକ ଗବେଷଣା ଏବଂ ତାଲିମ ପରିଷଦ (NCERT) ୮ମ ଶ୍ରେଣୀ ପାଠ୍ୟପୁସ୍ତକରୁ ବିବାଦୀୟ ଅଧ୍ୟାୟକୁ ହଟାଇ ଦେଇଛି। କିନ୍ତୁ ୩୮ଟି କପି ଏହା ପାଇଁ…

Video: ନେତାନ୍ୟାହୁ ପିନ୍ଧିଲେ ଭାରତୀୟ ପୋଷାକ, ତାଙ୍କ ପତ୍ନୀ ବି ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁମାଲ ସହିତ ମେଳ ଖାଉଥିବା…

ଜେରୁଜେଲମ,୨୬।୨: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଅଛନ୍ତି। ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି ତେଲ ଅଭିଭରେ ପହଞ୍ଚିବା ପରେ ତାଙ୍କୁ ବେଞ୍ଜାମିନ…

ଭୁବନେଶ୍ବରର ୫ଟି ସ୍ଥାନରେ କୋଲକାତା EDର ରେଡ୍

ଭୁବନେଶ୍ବର,୨୬।୨: ଭୁବନେଶ୍ବରର ୫ଟି ସ୍ଥାନରେ କୋଲକାତା EDର ରେଡ୍ । ସକାଳୁ ସକାଳୁ ରେଡ୍ ଜାରି ରହିଛି । ହାଇଟେକ୍ ମେଡିକାଲ କଲେଜ ସମେତ ୫ଟି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri