ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ପାର୍ଶଲ ବୋଝେଇ ଟ୍ରକ

ଗଞ୍ଜାମ,୧୦ା୯(ଡି.ଏନ୍‌.ଏ.): ୧୬ ନଂ. ଜାତୀୟ ରାଜପଥ ଶନିମନ୍ଦିର ଛକ ଠାରେ ଏକ ପାର୍ଶଲ ବୋଝଇ ଟ୍ରକ୍‌ ରୋଡ୍‌ ପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡ଼ିଥିବା ଜଣାପଡ଼ିଛି l ଏହି ଦୁର୍ଘଟଣା ଫଳରେ ବିଦ୍ୟୁତ ସରବରାହ ବନ୍ଦ କରି ଦିଆଯାଇଛି l ସହ ଗାଡ଼ି ବସ୍‌ ଉଭୟ ରାସ୍ତା ପାର୍ଶ୍ୱରେ ଅଟକି ରହିଥିଲା l ଖବର ପାଇ ଗଞ୍ଜାମ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିି ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା l ଏଥିରେ ଟ୍ରକ୍‌ ଡ୍ରାଇଭର ଗୋଡ଼ ଭାଙ୍ଗି ଯାଇଥିବା ଜଣାପଡୁଛି। ଉକ୍ତ ସ୍ଥାନରେ ବାରମ୍ବାର ଏହିଭଳି ଦୁର୍ଘଟଣା ହେଉଥିବା ଯୋଗୁ ସେଠାରେ ଓଭର ବ୍ରିଜ୍‌ ନିର୍ମାଣ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆ, ଡେଙ୍ଗୁ, ମସ୍ତିଷ୍କ ଜ୍ୱର ସଚେତନତା ଅଭିଯାନ: ୩ ମାସରେ ରୋଗମୁକ୍ତ ସହର ଲକ୍ଷ୍ୟ

ବ୍ରହ୍ମପୁର ଅଫିସ,୩୦ା୬-ବ୍ରହ୍ମପୁର ମହାନଗର ନିଗମ(ବିଏମସି) ଅଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ, ଡାଇରିଆ, ମସ୍ତିଷ୍କ ଜ୍ୱର ସଚେତନତା ଓ ନିରାକରଣ କାର୍ଯ୍ୟକ୍ରମ ଆସନ୍ତା ୨ ତାରିଖରୁ ଆରମ୍ଭ ହେବ...

ଚଳନ୍ତା ବସ୍‌କୁ ଅଟକାଇ ଲୁଟ୍‌: କଣ୍ଡକ୍ଟର, ଡ୍ରାଇଭର ସମେତ ଯାତ୍ରୀଙ୍କୁ ଆକ୍ରମଣ

ଡେଲାଙ୍ଗ,୧୮।୯(ଡି.ଏନ.ଏ): ଡେଲାଙ୍ଗ ଥାନା ଅଞ୍ଚଳ ଅରିସଲ ଛକ ଓ ଖେଲାଉର ଛକ ମଧ୍ୟରେ ଥିବା ନିଛାଟିଆ ସ୍ଥାନରେ ଶନିବାର ରାତିରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ...

ପାହାଡ଼ ତଳ ଖାଦାନ ନିକଟରୁ ମୃତଦେହ ଜବତ, କେହି ମାରି ଟାଙ୍ଗିଥିବା ସନ୍ଦେହ

ନିରାକାରପୁର,୧୪।୮(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନିରାକାରପୁର ପଞ୍ଚାୟତ ରାଉଲହଜ ଚିତ୍ରକୂଟ ପାହାଡ଼ ପାଦଦେଶରେ ଥିବା ଏକ ପଥର ଖଣିରୁ ଜଣେ ଅଚିହ୍ନା ଯୁବକଙ୍କ...

ହାତୀ ନେଲା ୩ ଜୀବନ

ବାରିପଦା ଅଫିସ/ ଚିତ୍ରଡା/ ଆଠମଲ୍ଲିକ, ୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଓ ଅନୁଗୋଳ ଜିଲାରେ ମଙ୍ଗଳବାର ହାତୀ ଆକ୍ରମଣରେ ୩ଜଣଙ୍କ ଜୀବନ ଯାଇଛି। ମୟୂରଭଞ୍ଜ ରାସଗୋବିନ୍ଦପୁର ରେଞ୍ଜ ମୋରଡା...

ଡାବୁଗାଁରେ ବନ୍ଦର ପ୍ରଭାବ: ଗାଡ଼ି ଚାଳଚଳ ବନ୍ଦ

୧୫।୨ (ଡି.ଏନ୍‌.ଏ.): ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ମଧ୍ୟ...

ଚାଷୀ ମୁଣ୍ଡରେ ଚଡ଼କ

ଛେଣ୍ଡିପଦା, ୧୫ା୧୧ (ସ୍ବ.ପ୍ର.): ରାତି ହେଲେ ଧାନ ବିଲରେ ପଶୁଛନ୍ତି ବାର୍‌ହା ପଲ। ଏକର ଏକର ଜମିରେ ଫସଲ ନଷ୍ଟ କରୁଛନ୍ତି ଏହି ଜଙ୍ଗଲୀ ଜନ୍ତୁ।...

ଜିଲାସ୍ତରୀୟ ସ୍ବାଧୀନତା ଦିବସ

ରାୟଗଡ଼ା ଅଫିସ, ୧୫।୮- ରାୟଗଡ଼ା ସହରସ୍ଥିତ ଜିସିଡି ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବୟନ ଶିଳ୍ପ...

ଦଳିତ ପରିବାରଙ୍କ ଯାତାୟାତ ରାସ୍ତା ଖୋଳି ବନ୍ଦ

ଆଳି,୬।୫(ଡି.ଏନ.ଏ.): ଆଜିର ସଭ୍ୟ ସମାଜରେ ସମସ୍ତଙ୍କର ଜୀବନ ଜିଇବା ନିମନ୍ତେ ମୌଳିକ ଅଧିକାର ଥିବାବେଳେ କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅନ୍ତର୍ଗତ ବିଲିକଣା ଗଁାର ଜଣେ ଦଳିତ...

Advertisement
Archives

Model This Week